Advertisment

ସକାଳୁ କଟକ ଓ ଭୁବନେଶ୍ବର ସମେତ କେତେକ ସ୍ଥାନରେ ବର୍ଷା

Advertisment

ଆଜି ସକାଳେ କଟକ ଓ ଭୁବନେଶ୍ବରରେ ମଧ୍ୟମ ଧରଣର ବର୍ଷା ହୋଇଛି। ଏହାଛଡ଼ା ରାଜ୍ୟର ଆଉ କେତକ ଜିଲ୍ଲାରେ ବି ବର୍ଷା ହୋଇଥିବାର ସୂଚନା ରହିଛି। ୧୦ ତାରିଖରୁ ପୁଣି ଶୁଖିଲା ପାଗ ଅନୁଭୂତ ହେବ ବୋଲି ବି କୁହାଯାଇଥିଲା। କିନ୍ତୁ ତାହା ହୋଇନି। ଏଣେ ସକାଳେ କେତେକ ସ୍ଥାନରେ ଝିପିଝିପି ବର୍ଷା ପରିଲକ୍ଷିତ ହୋଇଛି।

rainfall

ଭୁବନେଶ୍ବର: କେବେ ରାଜ୍ୟର ପାଗ ବଦଳିବ। ଏନେଇ ବିଭିନ୍ନ ମହଲରେ ଆଲୋଚନା ଚାଲିଥିବା ବେଳେ ଆଜି ସକାଳେ କଟକ ଓ ଭୁବନେଶ୍ବରରେ ମଧ୍ୟମ ଧରଣର ବର୍ଷା ହୋଇଛି। ଏହାଛଡ଼ା ରାଜ୍ୟର ଆଉ କେତକ ଜିଲ୍ଲାରେ ବି ବର୍ଷା ହୋଇଥିବାର ସୂଚନା ରହିଛି। 

ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ୮ ଓ ୯ ତାରିଖରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଥିଲା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

ସୂଚନାଯୋଗ୍ୟ, ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ୮ ଓ ୯ ତାରିଖରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଥିଲା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।
ତେବେ ଆସନ୍ତା ୧୦ ତାରିଖରୁ ପୁଣି ଶୁଖିଲା ପାଗ ଅନୁଭୂତ ହେବ ବୋଲି ବି କୁହାଯାଇଥିଲା। କିନ୍ତୁ ତାହା ହୋଇନି। ଏଣେ ସକାଳେ କେତେକ ସ୍ଥାନରେ ଝିପିଝିପି ବର୍ଷା ପରିଲକ୍ଷିତ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe