୮ ଓ ୯ରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା

ଆଜି ରାଜ୍ୟର ପାଗ ବଦଳିବ। ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ୮ ଓ ୯ ତାରିଖରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Rain

ଭୁବନେଶ୍ବର: ଆଜି ରାଜ୍ୟର ପାଗ ବଦଳିବ। ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ୮ ଓ ୯ ତାରିଖରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୮ ଓ ୯ ତାରିଖରେ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଆକଳନ କରାଯାଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ୧୦ ତାରିଖରୁ ପୁଣି ଶୁଖିଲା ପାଗ ଅନୁଭୂତ ହେବ ବୋଲି ଜଣାଯାଇଛି।

ତେବେ ଆସନ୍ତା ୧୦ ତାରିଖରୁ ପୁଣି ଶୁଖିଲା ପାଗ ଅନୁଭୂତ ହେବ ବୋଲି ଜଣାଯାଇଛି। ଏଣେ ସକାଳେ କଟକ-ଭୁବନେଶ୍ବର ମଧ୍ୟବର୍ତ୍ତୀ ଫୁଲ ନଖରା ଠାରୁ ପଳାସୁଣୀ ଯାଏ ଝିପିଝିପି ବର୍ଷା ପରିଲକ୍ଷିତ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe