ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂର’କୁ ନେଇ ଆଜି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସେନାଧ୍ୟକ୍ଷମାନଙ୍କ ସହ ବୈଠକ କରିବେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସିଡିଏସ୍ ଅନିଲ ଚୌହାନ, ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ, ବାୟୁସେନା ମୁଖ୍ୟ ମାର୍ଶଲ ଅମରପ୍ରିତ ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଆର୍ ହରି କୁମାରଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିବେ ବୋଲି ଜଣାଯାଇଛି।
କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସେନାଧ୍ୟକ୍ଷମାନଙ୍କ ସହ ବୈଠକ କରିବେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସିଡିଏସ୍ ଅନିଲ ଚୌହାନ, ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ, ବାୟୁସେନା ମୁଖ୍ୟ ମାର୍ଶଲ ଅମରପ୍ରିତ ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଆର୍ ହରି କୁମାରଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିବେ ବୋଲି ଜଣାଯାଇଛି। ସେ ଆଜି ଯୁଦ୍ଧସ୍ଥିତିର ସମୀକ୍ଷା କରିବେ।
କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ଯୁଦ୍ଧସ୍ଥିତିର ସମୀକ୍ଷା କରିବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/02/rajnath-singh.jpg)