‘ଅପରେସନ୍‌ ସିନ୍ଦୂର’: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସେନାଧ୍ୟକ୍ଷମାନଙ୍କ ସହ ବୈଠକ କରିବେ ଆଜି

‘ଅପରେସନ୍‌ ସିନ୍ଦୂର’କୁ ନେଇ ଆଜି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସିଡିଏସ୍‌ ଅନିଲ ଚୌହାନ, ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ, ବାୟୁସେନା ମୁଖ୍ୟ ମାର୍ଶଲ ଅମରପ୍ରିତ ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଆର୍‌ ହରି କୁମାରଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିବେ ବୋଲି ଜଣାଯାଇଛି।

ସମାନ ନାଗରିକ ସଂହିତାକୁ ନେଇ ଏତେ ବିବାଦ କାହିଁକି: ରାଜନାଥ

ନୂଆଦିଲ୍ଲୀ: ଅପରେସନ୍‌ ସିନ୍ଦୂର’କୁ ନେଇ ଆଜି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସେନାଧ୍ୟକ୍ଷମାନଙ୍କ ସହ ବୈଠକ କରିବେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସିଡିଏସ୍‌ ଅନିଲ ଚୌହାନ, ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ, ବାୟୁସେନା ମୁଖ୍ୟ ମାର୍ଶଲ ଅମରପ୍ରିତ ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଆର୍‌ ହରି କୁମାରଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିବେ ବୋଲି ଜଣାଯାଇଛି।

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସେନାଧ୍ୟକ୍ଷମାନଙ୍କ ସହ ବୈଠକ କରିବେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସିଡିଏସ୍‌ ଅନିଲ ଚୌହାନ, ସେନାମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ, ବାୟୁସେନା ମୁଖ୍ୟ ମାର୍ଶଲ ଅମରପ୍ରିତ ସିଂହ ଏବଂ ନୌସେନା ମୁଖ୍ୟ ଆଡମିରାଲ ଆର୍‌ ହରି କୁମାରଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିବେ ବୋଲି ଜଣାଯାଇଛି। ସେ ଆଜି ଯୁଦ୍ଧସ୍ଥିତିର ସମୀକ୍ଷା କରିବେ।

 କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଜି ଯୁଦ୍ଧସ୍ଥିତିର ସମୀକ୍ଷା କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe