ଭୁବନେଶ୍ଵର: ଲେଖନୀ ମାଧ୍ୟମରେ ସମାଜରେ ନିଜର ଶ୍ରେଷ୍ଠ ଅବଦାନ ପ୍ରଦାନ ନିମନ୍ତେ ଯୁବ ସାହିତ୍ୟିକ ତଥା ସ୍ତମ୍ଭକାର ରାକେଶ ପଣ୍ଡାଙ୍କୁ ଲେଖକ ବର୍ଗରେ ‘ଆଦିତ୍ଯ ସେବା ସମ୍ମାନ-୨୦୨୫’ରେ ସମ୍ମାନିତ କରାଯାଇଛି। ରବିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ‘ଓଡିଆ କବି ସମ୍ମିଳନୀ-୨୦୨୫’ ଅବସରରେ ଭୁବନେଶ୍ବର ବିଧାୟକ ବାବୁ ସିଂ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶ୍ରୀ ପଣ୍ଡାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଥିଲେ।
ରାକେଶ ପଣ୍ଡାଙ୍କୁ ‘ଆଦିତ୍ଯ ସେବା ସମ୍ମାନ-୨୦୨୫’
ଲେଖନୀ ମାଧ୍ୟମରେ ସମାଜରେ ନିଜର ଶ୍ରେଷ୍ଠ ଅବଦାନ ପ୍ରଦାନ ନିମନ୍ତେ ଯୁବ ସାହିତ୍ୟିକ ତଥା ସ୍ତମ୍ଭକାର ରାକେଶ ପଣ୍ଡାଙ୍କୁ ଲେଖକ ବର୍ଗରେ ‘ଆଦିତ୍ଯ ସେବା ସମ୍ମାନ-୨୦୨୫’ରେ ସମ୍ମାନିତ କରାଯାଇଛି।
/sambad/media/media_files/2025/08/12/img-20250812-wa0072-2025-08-12-17-56-21.jpg)