ଆମ ଓଡ଼ିଶା ସମ୍ବାଦ ସାହିତ୍ୟଘର ପକ୍ଷରୁ ରକ୍ଷାବନ୍ଧନ

ପବିତ୍ର ରକ୍ଷାବନ୍ଧନ ଅବସରରେ ଆଜି ପୂରା ଦେଶ ସମେତ ଓଡ଼ିଶାର ଗାଁରୁ ସହର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଭାଇମାନଙ୍କୁ ଭଉଣୀମାନେ ରାଖୀ ବାନ୍ଧିଛନ୍ତି। ଏହି କ୍ରମରେ ‘ଆମ ଓଡ଼ିଶା ସମ୍ବାଦ ସାହିତ୍ୟଘର’ ପକ୍ଷରୁ ମଧ୍ୟ ରକ୍ଷାବନ୍ଧନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

IMG_20250809_111916

ଆମ ଓଡ଼ିଶା ସମ୍ବାଦ ସାହିତ୍ୟଘର ପକ୍ଷରୁ ରକ୍ଷାବନ୍ଧନ। (ଫଟୋ: ଭଦ୍ରକ)

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe