ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଦସ୍ୟ ରାମ ମାଧବ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଦସ୍ୟ ରାମ ମାଧବ ଓଡ଼ିଶାରେ ପହଞ୍ଚିଛନ୍ତି। ସେ ନିିକିଆ ଦିନିକିଆ ଗସ୍ତରେ ଓଡ଼ିଶା ଆସିଛନ୍ତି। ସେ ରାଷ୍ଟ୍ରୀୟ ବିଚାରଧାରାର ସାପ୍ତାହିକ ପତ୍ରିକା ‘ରାଷ୍ଟ୍ରଦୀପ’ର ବାର୍ଷିକ ଉତ୍ସବରେ ସାମିଲ ହେବେ ।

Untitled

ଭୁବନେଶ୍ବର: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଦସ୍ୟ ରାମ ମାଧବ ଓଡ଼ିଶାରେ ପହଞ୍ଚିଛନ୍ତି। ସେ ନିିକିଆ ଦିନିକିଆ ଗସ୍ତରେ ଓଡ଼ିଶା ଆସିଛନ୍ତି। ଭୁବନେଶ୍ୱର ପ୍ରେସକ୍ଲବରେ ତାଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ଦି ୱାର୍ଲ୍ଡ ଟ୍ବେଣ୍ଟି ଫାର୍ଷ୍ଟ ସେଞ୍ଚୁରି ଗ୍ଲୋବାଲ୍ ଅର୍ଡର ଆଣ୍ଡ ଇଣ୍ଡିଆନ୍’ ପୁସ୍ତକ ଉପରେ ଏକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏତଦ୍‌ବ୍ୟତୀତ ସେ ରାଷ୍ଟ୍ରୀୟ ବିଚାରଧାରାର ସାପ୍ତାହିକ ପତ୍ରିକା ‘ରାଷ୍ଟ୍ରଦୀପ’ର ବାର୍ଷିକ ଉତ୍ସବରେ ସାମିଲ ହେବେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe