ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଦଣ୍ଡାଦେଶ

Advertisment

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଦଣ୍ଡାଦେଶ ହୋଇଛି। ପୀଡ଼ିତା ଜଣଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ। ପୋକ୍‌ସୋ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଜ୍ଜା ଶୁଣାଇଛନ୍ତି କୋର୍ଟ।

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଦଣ୍ଡାଦେଶ ହୋଇଛି। ପୀଡ଼ିତା ଜଣଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ। ପୋକ୍‌ସୋ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଜ୍ଜା ଶୁଣାଇଛନ୍ତି କୋର୍ଟ।

high-court-hearing-via-video-conference

ଭୁବନେଶ୍ବର: ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଦଣ୍ଡାଦେଶ ହୋଇଛି। ପୀଡ଼ିତା ଜଣଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ। ପୋକ୍‌ସୋ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଜ୍ଜା ଶୁଣାଇଛନ୍ତି କୋର୍ଟ। ଏହାସହ ୧୦ ହଜାର ଜରିମାନା ମଧ୍ୟ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ୪ କୋର୍ଟ।

ଜରିମାନା ଅନାଦେୟ ୧ ବର୍ଷ ଅଧିକ କାରାଦଣ୍ଡ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଅଭିଯୁକ୍ତ ଜଣଙ୍କ ହେଲା ପି.କ୍ରିଷ୍ନା.ରାଓ। ୨୦୨୦ ମସିହାରେ ଖୋର୍ଦ୍ଧା ମଡେଲ ଥାନା ଅଧୀନରେ ଘଟିଥିଲା ଏହି ବିଭତ୍ସ ଘଟଣା। ସରକାରୀ ଓକିଲ ଭାବେ ସୁବ୍ରତ ପ୍ରିୟଦର୍ଶୀ ମାମଲା ପରିଚାଳନା କରୁଥିଲେ।

court 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe