ରେଭେନ୍ସାରେ ରାଗିଂ ଘଟଣା ସତ: ଚିଫ୍ ୱାର୍ଡେନ୍

ରେଭେନ୍ସାରେ ରାଗିଂ ଘଟଣା ନେଇ ପ୍ରତିକ୍ରୟା ରଖିଲେ ଚିଫ୍ ୱାର୍ଡେନ୍ ସୁଦର୍ଶନ ମିଶ୍ର। ଏହି ଘଟଣା ସତ ବୋଲି କହିବା ସହ ରାଗିଂ ହୋଇଥିବାର ନେଇ ପ୍ରମାଣ ରହିଛି ବୋଲି ସୂଚନା ଦେଇଛନ୍ତି।

New Project (7)

କଟକ: ରେଭେନ୍ସାରେ ରାଗିଂ ଘଟଣା ନେଇ ପ୍ରତିକ୍ରୟା ରଖିଲେ ଚିଫ୍ ୱାର୍ଡେନ୍ ସୁଦର୍ଶନ ମିଶ୍ର। ଏହି ଘଟଣା ସତ ବୋଲି କହିବା ସହ ରାଗିଂ ହୋଇଥିବାର ନେଇ ପ୍ରମାଣ ରହିଛି ବୋଲି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଭିଡିଓ ଫଟୋ ଏଭିଡେନସ ଆଣ୍ଟି ରାଗିଂ କମିଟିକୁ ପଠାଯାଇଛି। ରାତି ୧୨ ଟା ପରେ ଇଷ୍ଟ ହଷ୍ଟେଲର କିଛି ସିନିୟର୍ ଛାତ୍ର ଏକାଠି ହୋଇ ଜୁନିୟର ଛାତ୍ରଙ୍କୁ ଗାଳିଗୁଲଜ କରୁଥିଲେ। ଘଟଣାସ୍ଥଳରେ ଚିଫ ୱାର୍ଡେନ, ଡେପୁଟି ୱାର୍ଡେନ ଓ ଆଣ୍ଟି ରାଗିଂ କମିଟିର ଦୁଇ ଜଣ ସଦସ୍ୟ ଥିଲେ। ଆଣ୍ଟି ରାଗିଂ କମିଟିର ତଦନ୍ତ ଶେଷ ହେବା ଯାଏ ସସପେଣ୍ଡ ନିର୍ଦ୍ଦେଶ କାଏମ ରହିବ।

ଭିଡିଓ ଫଟୋ ଏଭିଡେନସ ଆଣ୍ଟି ରାଗିଂ କମିଟିକୁ ପଠାଯାଇଛି। ରାତି ୧୨ ଟା ପରେ ଇଷ୍ଟ ହଷ୍ଟେଲର କିଛି ସିନିୟର୍ ଛାତ୍ର ଏକାଠି ହୋଇ ଜୁନିୟର ଛାତ୍ରଙ୍କୁ ଗାଳିଗୁଲଜ କରୁଥିଲେ। ଘଟଣାସ୍ଥଳରେ ଚିଫ ୱାର୍ଡେନ, ଡେପୁଟି ୱାର୍ଡେନ ଓ ଆଣ୍ଟି ରାଗିଂ କମିଟିର ଦୁଇ ଜଣ ସଦସ୍ୟ ଥିଲେ। ଆଣ୍ଟି ରାଗିଂ କମିଟିର ତଦନ୍ତ ଶେଷ ହେବା ଯାଏ ସସପେଣ୍ଡ ନିର୍ଦ୍ଦେଶ କାଏମ ରହିବ।

ସୂଚନାଯୋଗ୍ୟ, ରାଗିଙ୍ଗ ଘଟଣା ସାମ୍ନାକୁ ଆସିବା ପରେ ରେଭେନ୍ସା କର୍ତ୍ତୃପକ୍ଷ ତୁରନ୍ତ ପଦକ୍ଷେପ ନେଇ ୧୦ ଛାତ୍ରଙ୍କୁ ହଷ୍ଟେଲରୁ ବାହାର କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe