ଭୁବନେଶ୍ବର: କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ। ସେ ଆହୁରି କହିଛନ୍ତି, ମୁଁ ମୁଖ୍ୟ ଶାସନ ସଚିବ ଥିବା ବେଳେ ଜମି ଜବରଦଖଲ ନେଇ ଅଭିଯୋଗ ଆସିଥିଲା। ତାର ତଦନ୍ତ ଲାଗି ବି ନିର୍ଦ୍ଦେଶ ଦିଆଯାଇଥିଲା। ପୂର୍ବ ବିଜେଡି ସରକାର ସମୟରେ କିଟକୁ ଅହେତୁକ ଅନୁକମ୍ପା ଦିଆଯାଇଥିଲା। ଏଥିରେ କୌଣସି ପ୍ରମାଣର ଆବଶ୍ୟକତା ନାହିଁ।
କିଟ୍ ପ୍ରସଙ୍ଗରେ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ
କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ।
/sambad/media/post_attachments/wp-content/uploads/2023/02/bijay.png)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)