ନବୀନ ପଟ୍ଟନାୟକ ସାମ୍ନାକୁ ଆସନ୍ତୁ, ଅଧିକ ଦ୍ବନ୍ଦ୍ବ ନ ବଢାଇ ସ୍ପଷ୍ଟୀକରଣ ଦିଅନ୍ତୁ: ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ

Advertisment

ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ ସିଧାସଳଖ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟସଭାରେ ୱକଫ୍ ବିଲ୍‌ ସମର୍ଥନରେ ବିଜେଡିର ନିଷ୍ପତ୍ତି କାହିଁକି ବଦଳିଲା, ଏନେଇ ନବୀନ ପଟ୍ଟନାୟକ ମୁହଁ ଖୋଲନ୍ତୁ। ଅଧିକ ଦ୍ବନ୍ଦ୍ବ ନ ବଢାଇ ସ୍ପଷ୍ଟୀକରଣ ଦିଅନ୍ତୁ।

ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ ସିଧାସଳଖ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟସଭାରେ ୱକଫ୍ ବିଲ୍‌ ସମର୍ଥନରେ ବିଜେଡିର ନିଷ୍ପତ୍ତି କାହିଁକି ବଦଳିଲା, ଏନେଇ ନବୀନ ପଟ୍ଟନାୟକ ମୁହଁ ଖୋଲନ୍ତୁ। ଅଧିକ ଦ୍ବନ୍ଦ୍ବ ନ ବଢାଇ ସ୍ପଷ୍ଟୀକରଣ ଦିଅନ୍ତୁ।

ଭଗ

ଭୁବନେଶ୍ବର: ରାଜ୍ୟସଭାରେ ୱକଫ୍ ବିଲ୍‌ ସମର୍ଥନରେ ବିଜେଡିର କେତେକ ସାଂସଦ ଭୋଟ୍ ଦେବା ପରେ ଏହାକୁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି। ଜଣକ ପରେ ଜଣେ ବିଜେଡି ନେତା ମୁଁ ଖୋଲି ବିସ୍ଫୋରକ ବୟାନ ଦେଉଛନ୍ତି।

ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ ସିଧାସଳଖ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟସଭାରେ ୱକଫ୍ ବିଲ୍‌ ସମର୍ଥନରେ ବିଜେଡିର ନିଷ୍ପତ୍ତି କାହିଁକି ବଦଳିଲା, ଏନେଇ ନବୀନ ପଟ୍ଟନାୟକ ମୁହଁ ଖୋଲନ୍ତୁ। ଅଧିକ ଦ୍ବନ୍ଦ୍ବ ନ ବଢାଇ ସ୍ପଷ୍ଟୀକରଣ ଦିଅନ୍ତୁ। ନବୀନ ପଟ୍ଟନାୟକ ସବୁ କଥା ଜାଣିଛନ୍ତି। ସସ୍ମିତ ପାତ୍ର କାହିଁକି ଏଭଳି କଲେ, ତାହା ନବୀନ କହିପାରିବେ। ଏଣୁ ନବୀନ ଦଳ ଲୋକଙ୍କୁ ଓ ରାଜ୍ୟବାସୀଙ୍କୁ ଜଣାଇବା ଉଚିତ। କେଉଁ ପରିପ୍ରେକ୍ଷୀରେ ନିଷ୍ପତ୍ତି ବଦଳିଲା ବିଜେଡିକୁ ନେଇ ଅବିଶ୍ବାସର ବାତାବରଣ ସୃଷ୍ଟି ହୋଇଛି। ବିଜେଡିରେ ଏକ ବିଚିତ୍ର ସ୍ଥିତି ଉପୁଜିଛି। ପ୍ରକୃତ ଚିତ୍ର କଣ ତାହା ସ୍ପଷ୍ଟ ହେବା ଦରକାର। 

 ଆଜି ଏନେଇ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ ସିଧାସଳଖ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟସଭାରେ ୱକଫ୍ ବିଲ୍‌ ସମର୍ଥନରେ ବିଜେଡିର ନିଷ୍ପତ୍ତି କାହିଁକି ବଦଳିଲା, ଏନେଇ ନବୀନ ପଟ୍ଟନାୟକ ମୁହଁ ଖୋଲନ୍ତୁ। ଅଧିକ ଦ୍ବନ୍ଦ୍ବ ନ ବଢାଇ ସ୍ପଷ୍ଟୀକରଣ ଦିଅନ୍ତୁ। ନବୀନ ପଟ୍ଟନାୟକ ସବୁ କଥା ଜାଣିଛନ୍ତି। ସସ୍ମିତ ପାତ୍ର କାହିଁକି ଏଭଳି କଲେ, ତାହା ନବୀନ କହିପାରିବେ। ଏଣୁ ନବୀନ ଦଳ ଲୋକଙ୍କୁ ଓ ରାଜ୍ୟବାସୀଙ୍କୁ ଜଣାଇବା ଉଚିତ। କେଉଁ ପରିପ୍ରେକ୍ଷୀରେ ନିଷ୍ପତ୍ତି ବଦଳିଲା ବିଜେଡିକୁ ନେଇ ଅବିଶ୍ବାସର ବାତାବରଣ ସୃଷ୍ଟି ହୋଇଛି। ବିଜେଡିରେ ଏକ ବିଚିତ୍ର ସ୍ଥିତି ଉପୁଜିଛି। ପ୍ରକୃତ ଚିତ୍ର କଣ ତାହା ସ୍ପଷ୍ଟ ହେବା ଦରକାର। 

ପୂର୍ବରୁ ବଦ୍ରି ପାତ୍ର, ପ୍ରଭାତ ତ୍ରିପାଠୀ, ଦେବାଶିଷ ସାମନ୍ତରାୟ,ପ୍ରସନ୍ନ ଆଚାର୍ଯ୍ୟ ଓ ଗଣେଶ୍ବର ବେହେରାଙ୍କ ଭଳି ବରିଷ୍ଠ ନେତାମାନେ ବିସ୍ଫୋରକ ବୟାନ ଦେଇସାରିଛନ୍ତି।

bjd

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe