ଭୁବନେଶ୍ବର: ଏଏସଆଇ ସୋସିଆଲ ମିଡିଆ ପେଜରେ ଶ୍ରୀମନ୍ଦିର ଭିତର ଫଟୋ ପୋଷ୍ଟ ହେବା, ମହାପ୍ରସାଦ ଅନଲାଇନରେ ବିକ୍ରି ହେବା ଏବଂ ଚଷମାରେ ହିଡେନ କ୍ୟାମେରା ଲଗାଇ ମନ୍ଦିରକୁ ଯିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଏ ବାବଦରେ ଆବଶ୍ୟକୀୟ ପଦକ୍ଷେପ ଶ୍ରୀମନ୍ଦିର ପ୍ରଶାସନ ନେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ସଂପୂର୍ଣ୍ଣ ସ୍ଵାଧୀନତା ଦିଆଯାଇଛି।
ଏଏସଆଇ ସୋସିଆଲ ମିଡିଆ ପେଜରେ ଶ୍ରୀମନ୍ଦିର ଭିତର ଫଟୋ ପୋଷ୍ଟ ହେବା, ମହାପ୍ରସାଦ ଅନଲାଇନରେ ବିକ୍ରି ହେବା ଏବଂ ଚଷମାରେ ହିଡେନ କ୍ୟାମେରା ଲଗାଇ ମନ୍ଦିରକୁ ଯିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି, ଏ ବାବଦରେ ଆବଶ୍ୟକୀୟ ପଦକ୍ଷେପ ଶ୍ରୀମନ୍ଦିର ପ୍ରଶାସନ ନେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ସଂପୂର୍ଣ୍ଣ ସ୍ଵାଧୀନତା ଦିଆଯାଇଛି। ସେ ଆହୁରି କହିଛନ୍ତି, ଯେତେ କଠୋର ପଦକ୍ଷେପ ଆବଶ୍ୟକ ଶ୍ରୀମନ୍ଦିର ପ୍ରଶାସନ ନେଇପାରିବେ। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ସରକାରଙ୍କ ତରଫରୁ ସଂପୂର୍ଣ୍ଣ ସ୍ଵାଧୀନତା ଦିଆଯାଇଛି।
ସେ ଆହୁରି କହିଛନ୍ତି, ଯେତେ କଠୋର ପଦକ୍ଷେପ ଆବଶ୍ୟକ ଶ୍ରୀମନ୍ଦିର ପ୍ରଶାସନ ନେଇପାରିବେ। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ସରକାରଙ୍କ ତରଫରୁ ସଂପୂର୍ଣ୍ଣ ସ୍ଵାଧୀନତା ଦିଆଯାଇଛି। ଏଥିସହ ନୀତିକାନ୍ତି ବିଳମ୍ବ ହେବା ଉପରେ ମଧ୍ୟ ଶ୍ରୀମନ୍ଦିର ପ୍ରଶାସନ ତର୍ଜମା କରୁଛି। ସେ ଦିଗରେ ମଧ୍ୟ ତୁରନ୍ତ ପଦକ୍ଷେପ ନିଆଯିବ।