ବଢ଼ିବ ଚାଷୀ ପଞ୍ଜୀକରଣ ଅବଧି, ସୂଚନା ଦେଲେ ଯୋଗାଣ ମନ୍ତ୍ରୀ

ଚାଷୀମାନଙ୍କ ପାଇଁ ଖୁସି ଖବର। ବଢ଼ିବ ଚାଷୀ ପଞ୍ଜୀକରଣ ଅବଧି। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ‌ସେ କହିଛନ୍ତି, ଯେଉଁ ଚାଷୀ ରହିଗଲେ, ସେମାନଙ୍କ ପାଇଁ ବିଚାର ଚାଲିଛି।

New Project (14)

ଭୁବନେଶ୍ବର: ଚାଷୀମାନଙ୍କ ପାଇଁ ଖୁସି ଖବର। ବଢ଼ିବ ଚାଷୀ ପଞ୍ଜୀକରଣ ଅବଧି। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ‌ସେ କହିଛନ୍ତି, ଯେଉଁ ଚାଷୀ ରହିଗଲେ, ସେମାନଙ୍କ ପାଇଁ ବିଚାର ଚାଲିଛି। ଖୁବ୍‌ ଶୀଘ୍ର ନିଷ୍ପତ୍ତି ନିଆଯିବ, କିନ୍ତୁ ପଞ୍ଜୀକରଣ ଅବଧି ବଢ଼ିବ। 

ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆହୁରି କହିଛନ୍ତି, ଏବର୍ଷ ରେକର୍ଡସଂଖ୍ୟକ ଚାଷୀ ପଞ୍ଜୀକରଣ କରିଛନ୍ତି। ଯେଉଁମାନେ ଚାଷ ଛାଡ଼ିଥିଲେ, ସେମାନେ ଚାଷ କାର୍ଯ୍ଯକୁ ଫେରୁଛନ୍ତି। ୧୯ ଲକ୍ଷ ୬୬ ହଜାର ଚାଷୀ ବର୍ତ୍ତମାନ ସୁଦ୍ଧା ପଞ୍ଜୀକରଣ କରିଛନ୍ତି। ଯେଉଁମାନେ ସରକାରୀ ଜମି, ଶ୍ମଶାନ ଜମି, ମନ୍ଦିର ଜମି ରେଜିଷ୍ଟ୍ରେସନ୍ କରିଥିବେ, ସର୍ଭେ କରି ସେଗୁଡ଼ିକୁ କାଟି ଦିଆଯିବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe