ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କଲେ ମୁଖ୍ୟମନ୍ତ୍ରୀ

Advertisment

ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର। ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରିଛନ୍ତି।

ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର। ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରିଛନ୍ତି।

c145e6b3-ba11-4229-81b0-5d3f9720bc5c

ଭୁବନେଶ୍ବର: ସାରା ରାଜ୍ୟ ଦୁର୍ଗା ପୂଜା ଲାଗି ଉତ୍ସବମୁଖର। ଏହି ସମୟରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରିଛନ୍ତି। ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ସବୁ ପୂଜା ପେଣ୍ଡାଲର ଭଡ଼ା ଛାଡ଼ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବାବ ପରେ ଏହି ଘୋଷଣା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe