ପୁଣିଥରେ ଆଜିଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ

Advertisment

ଏଏସ୍‌ଆଇ ପୁଣିଥରେ ଆଜିଠାରୁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ କରିବ। ଶ୍ରୀମନ୍ଦିର ପ୍ରଶାସନ ଚିଠିକ୍ରମେ ଗତ ଜାନୁଆରି ୨୬ ପର୍ଯ୍ୟନ୍ତ ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖିଥିଲା।

ଏଏସ୍‌ଆଇ ପୁଣିଥରେ ଆଜିଠାରୁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ କରିବ। ଶ୍ରୀମନ୍ଦିର ପ୍ରଶାସନ ଚିଠିକ୍ରମେ ଗତ ଜାନୁଆରି ୨୬ ପର୍ଯ୍ୟନ୍ତ ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖିଥିଲା।

cv

ପୁରୀ: ଏଏସ୍‌ଆଇ ପୁଣିଥରେ ଆଜିଠାରୁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ କରିବ। ଶ୍ରୀମନ୍ଦିର ପ୍ରଶାସନ ଚିଠିକ୍ରମେ ଗତ ଜାନୁଆରି ୨୬ ପର୍ଯ୍ୟନ୍ତ ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖିଥିଲା। ଆଜି ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ ବୋଲି ଜଣାଯାଇଛି। ଆଜି ଦିନ ୧୨ଟା ପରେ ମରାମତି କାମ ଆରମ୍ଭ ହେବ ବୋଲି କୁହାଯାଉଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe