ଲଘୁ ଖଣିଜ ଚୋରା ଚାଲାଣକୁ ରୋକିବା ପାଇଁ ରାଜସ୍ୱ ବିଭାଗକୁ ପୁନର୍ବାର ଦାୟିତ୍ୱ ପ୍ରଦାନ କରାଯିବ: ମୁଖ୍ୟମନ୍ତ୍ରୀ

Advertisment

ରାଜସ୍ୱ ବିଭାଗକୁ ପୁନର୍ବାର ଦାୟିତ୍ୱ ପ୍ରଦାନ କରାଯିବ। ଲଘୁ ଖଣିଜ ଚୋରା ଚାଲାଣକୁ ରୋକିବା ପାଇଁ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।

mohan

ଭୁବନେଶ୍ବର: ରାଜସ୍ୱ ବିଭାଗକୁ ପୁନର୍ବାର ଦାୟିତ୍ୱ ପ୍ରଦାନ କରାଯିବ। ଲଘୁ ଖଣିଜ ଚୋରା ଚାଲାଣକୁ ରୋକିବା ପାଇଁ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଲଘୁ ଖଣିଜ ରହିବ ଖଣିବିଭାଗ ପାଖରେ, ହେଲେ ଦାୟିତ୍ୱ ତୁଲାଇବ ରାଜସ୍ୱ ବିଭାଗ। ପୂର୍ବରୁ ରାଜସ୍ୱ ବିଭାଗର ବଡ଼ ଦାୟିତ୍ୱ ଥିଲା ଲଘୁ ଖଣିଜ। କିନ୍ତୁ ଏହା ଖଣି ବିଭାଗକୁ ଗଲା ପରେ ଲଘୁ ଖଣିଜ ଚୋରା ଚାଲାଣ ବନ୍ଦ କରିବାରେ ଖଣି ବିଭାଗ ସକ୍ଷମ ହେଉନାହଁ। ରାଜସ୍ୱ ବିଭାଗକୁ ପୁନର୍ବାର ଦାୟିତ୍ୱ ପ୍ରଦାନ କରାଯିବ। ଏ ଦାୟିତ୍ୱ ରାଜସ୍ୱ ବିଭାଗର ଅଧିକାରୀମାନେ ସୁଚାରୁରୂପେ ତୁଲାଇବେ ବୋଲି ମୋର ଆଶା।

CMO Odisha

,

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe