କଟକରେ ଡବଲ ମର୍ଡର ମାମଲାର ସିନ୍ ରିକ୍ରିଏସନ୍ କଲା ପୁଲିସ୍

Advertisment

କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସିହ୍ନା କିପରି ହତ୍ୟାକାଣ୍ଡ ଭିଆଇଥିଲା, ତାର ଡେମୋ ଦେଖାଇଛି। କିନ୍ତୁ ଏହି ହତ୍ୟାକାଣ୍ଡରେ କେବଳ ସନ୍ତୋଷ ଓ ତାର ପତ୍ନୀ ଥିବା କଥାକୁ ଗ୍ରହଣ କରିପାରୁନାହାନ୍ତି ମୃତକଙ୍କ ସଂପର୍କୀୟ।

କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସିହ୍ନା କିପରି ହତ୍ୟାକାଣ୍ଡ ଭିଆଇଥିଲା, ତାର ଡେମୋ ଦେଖାଇଛି। କିନ୍ତୁ ଏହି ହତ୍ୟାକାଣ୍ଡରେ କେବଳ ସନ୍ତୋଷ ଓ ତାର ପତ୍ନୀ ଥିବା କଥାକୁ ଗ୍ରହଣ କରିପାରୁନାହାନ୍ତି ମୃତକଙ୍କ ସଂପର୍କୀୟ।

zx

କଟକ: କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାର ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ସିହ୍ନା କିପରି ହତ୍ୟାକାଣ୍ଡ ଭିଆଇଥିଲା, ତାର ଡେମୋ ଦେଖାଇଛି। କିନ୍ତୁ ଏହି ହତ୍ୟାକାଣ୍ଡରେ କେବଳ ସନ୍ତୋଷ ଓ ତାର ପତ୍ନୀ ଥିବା କଥାକୁ ଗ୍ରହଣ କରିପାରୁନାହାନ୍ତି ମୃତକଙ୍କ ସଂପର୍କୀୟ।

୨୦୧୯ ଡିସେମ୍ବର ୧୨ ତାରିଖ ସନ୍ଧ୍ୟାରେ ମଧୁପାଟଣା ଥାନା ବେଲେଶ୍ବର ଅଞ୍ଚଳରେ ଶ୍ରୀନାଥ ସାମଲ ଓ ବିଦ୍ୟୁଲତା ସାମଲଙ୍କୁ ଦୁର୍ବୃତ୍ତମାନେ ବୀଭତ୍ସ ଭାବେ ହତ୍ୟା କରିଥିଲେ। ଏହି ଘଟଣାରେ ୩ରୁ ୪ ଜଣଙ୍କ ସମ୍ପୃକ୍ତି ଥିବା ପୁଲିସ ସନ୍ଦେହ କରୁଥିଲା। ଶ୍ରୀନାଥଙ୍କ ସୁଧ କାରବାର ଏବ˚ ପାରିବାରିକ ଶତ୍ରୁତାକୁ ନେଇ ବିଭିନ୍ନ ଚର୍ଚ୍ଚା ସାମ୍ନାକୁ ଆସୁଥିବା ବେଳେ ବ୍ରହ୍ମପୁରର ଏକ ଭଡ଼ାଟିଆ ଦମ୍ପତିଙ୍କ ଉପରେ ପୁଲିସର ସନ୍ଦେହ ହୋଇଥିଲା। ପୁଲିସ ପ୍ରାୟ ୪ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ବି କରିଥିଲା। ତିନିଘରିଆ ଅଞ୍ଚଳର ଜଣେ ଠିକାଦାରଙ୍କୁ ଥାନାକୁ ଡାକି ପୁଲିସ ଜେରା କରିଥିବା ବେଳେ କାମବାଲି ବି ପୁଲିସର ଜେରାର ସାମ୍ନା କରିଥିଲା।  

କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନର ସୁରେଶ ଦେବଦତ୍ତ ସିଂ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଥିଲେ।

ସୂଚନାଯୋଗ୍ୟ, ୨୦୧୯ ଡିସେମ୍ବର ୧୨ ତାରିଖ ସନ୍ଧ୍ୟାରେ ମଧୁପାଟଣା ଥାନା ବେଲେଶ୍ବର ଅଞ୍ଚଳରେ ଶ୍ରୀନାଥ ସାମଲ ଓ ବିଦ୍ୟୁଲତା ସାମଲଙ୍କୁ ଦୁର୍ବୃତ୍ତମାନେ ବୀଭତ୍ସ ଭାବେ ହତ୍ୟା କରିଥିଲେ। ଏହି ଘଟଣାରେ ୩ରୁ ୪ ଜଣଙ୍କ ସମ୍ପୃକ୍ତି ଥିବା ପୁଲିସ ସନ୍ଦେହ କରୁଥିଲା। ଶ୍ରୀନାଥଙ୍କ ସୁଧ କାରବାର ଏବ˚ ପାରିବାରିକ ଶତ୍ରୁତାକୁ ନେଇ ବିଭିନ୍ନ ଚର୍ଚ୍ଚା ସାମ୍ନାକୁ ଆସୁଥିବା ବେଳେ ବ୍ରହ୍ମପୁରର ଏକ ଭଡ଼ାଟିଆ ଦମ୍ପତିଙ୍କ ଉପରେ ପୁଲିସର ସନ୍ଦେହ ହୋଇଥିଲା। ପୁଲିସ ପ୍ରାୟ ୪ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ବି କରିଥିଲା। ତିନିଘରିଆ ଅଞ୍ଚଳର ଜଣେ ଠିକାଦାରଙ୍କୁ ଥାନାକୁ ଡାକି ପୁଲିସ ଜେରା କରିଥିବା ବେଳେ କାମବାଲି ବି ପୁଲିସର ଜେରାର ସାମ୍ନା କରିଥିଲା।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe