ଆନନ୍ଦପୁର: ୨୦ ନମ୍ବର ଜାତୀୟ ରାଜପଥ ଧକୋଠା ନିକଟରେ ଟ୍ରକ୍ ଧକ୍କାରେ ଜଣେ ସ୍କୁଲ ଛାତ୍ର ଗୁରୁତର ହୋଇଥିବାର ଖବର ମିଳିଛି। ଏହି ଦୁର୍ଘଟଣାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଛି।
୨୦ ନମ୍ବର ଜାତୀୟ ରାଜପଥ ଧକୋଠା ନିକଟରେ ଟ୍ରକ୍ ଧକ୍କାରେ ଜଣେ ସ୍କୁଲ ଛାତ୍ର ଗୁରୁତର ହୋଇଥିବାର ଖବର ମିଳିଛି। ଏହି ଦୁର୍ଘଟଣାପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଏହାର ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକେ।
ଏହାର ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/09/16/untitled-2025-09-16-08-18-23.png)