ଭଦ୍ରକ: ଲଗାଣ ବର୍ଷାରେ ବେହାଲ୍ ଭଦ୍ରକ। ବିଶେଷ କରି ଜିଲ୍ଲାର ତିହିଡ଼ି, ବାସୁଦେବପୁର, ଚାନ୍ଦବାଲି ଓ ଧାମନଗର ବ୍ଲକ୍ରଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଏଣେ ବହୁ ଲୋକ ଏହି ୪ ବ୍ଲକର ବିଭିନ୍ନ ବିଦ୍ୟାଳୟମାନଙ୍କରେ ଆଶ୍ରୟ ନେଇଥିବା ଜଣାଯାଇଛି।
ଲଗାଣ ବର୍ଷାରେ ବେହାଲ୍ ଭଦ୍ରକ। ବିଶେଷ କରି ଜିଲ୍ଲାର ତିହିଡ଼ି, ବାସୁଦେବପୁର, ଚାନ୍ଦବାଲି ଓ ଧାମନଗର ବ୍ଲକ୍ରଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଏଣେ ବହୁ ଲୋକ ଏହି ୪ ବ୍ଲକର ବିଭିନ୍ନ ବିଦ୍ୟାଳୟମାନଙ୍କରେ ଆଶ୍ରୟ ନେଇଥିବା ଜଣାଯାଇଛି। ଏହାକୁ ଆଖି ଆଗରେ ରଖି ଭଦ୍ରକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତିହିଡ଼ି, ବାସୁଦେବପୁର, ଚାନ୍ଦବାଲି ଓ ଧାମନଗର ବ୍ଲକ୍ର ସମସ୍ତ ବିଦ୍ୟାଳୟକୁ ଆଜି ଦିନକ ପାଇଁ ବନ୍ଦ ଘୋଷଣା କରାଯାଇଛି।
ଏହାକୁ ଆଖି ଆଗରେ ରଖି ଭଦ୍ରକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତିହିଡ଼ି, ବାସୁଦେବପୁର, ଚାନ୍ଦବାଲି ଓ ଧାମନଗର ବ୍ଲକ୍ର ସମସ୍ତ ବିଦ୍ୟାଳୟକୁ ଆଜି ଦିନକ ପାଇଁ ବନ୍ଦ ଘୋଷଣା କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/SZln2cWK7h8dQawu7f7F.jpg)