ଲଗାଣ ବର୍ଷାରେ ବେହାଲ୍ ଭଦ୍ରକ: ଜିଲ୍ଲାର ୪ ବ୍ଲକ୍‌ର ସବୁ ସ୍କୁଲ୍ ଦିନକ ପାଇଁ ଛୁଟି ଘୋଷିତ

Advertisment

ଲଗାଣ ବର୍ଷାରେ ବେହାଲ୍ ଭଦ୍ରକ। ଏହାକୁ ଆଖି ଆଗରେ ରଖି ଭଦ୍ରକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତିହିଡ଼ି, ବାସୁଦେବପୁର, ଚାନ୍ଦବାଲି ଓ ଧାମନଗର ବ୍ଲକ୍‌ର ସମସ୍ତ ବିଦ୍ୟାଳୟକୁ ଆଜି ଦିନକ ପାଇଁ ବନ୍ଦ ଘୋଷଣା କରାଯାଇଛି।

ଲଗାଣ ବର୍ଷାରେ ବେହାଲ୍ ଭଦ୍ରକ। ଏହାକୁ ଆଖି ଆଗରେ ରଖି ଭଦ୍ରକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତିହିଡ଼ି, ବାସୁଦେବପୁର, ଚାନ୍ଦବାଲି ଓ ଧାମନଗର ବ୍ଲକ୍‌ର ସମସ୍ତ ବିଦ୍ୟାଳୟକୁ ଆଜି ଦିନକ ପାଇଁ ବନ୍ଦ ଘୋଷଣା କରାଯାଇଛି।

rain

ଭଦ୍ରକ: ଲଗାଣ ବର୍ଷାରେ ବେହାଲ୍ ଭଦ୍ରକ। ବିଶେଷ କରି ଜିଲ୍ଲାର ତିହିଡ଼ି, ବାସୁଦେବପୁର, ଚାନ୍ଦବାଲି ଓ ଧାମନଗର ବ୍ଲକ୍‌ରଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଏଣେ ବହୁ ଲୋକ ଏହି ୪ ବ୍ଲକର ବିଭିନ୍ନ ବିଦ୍ୟାଳୟମାନଙ୍କରେ ଆଶ୍ରୟ ନେଇଥିବା ଜଣାଯାଇଛି।

ଲଗାଣ ବର୍ଷାରେ ବେହାଲ୍ ଭଦ୍ରକ। ବିଶେଷ କରି ଜିଲ୍ଲାର ତିହିଡ଼ି, ବାସୁଦେବପୁର, ଚାନ୍ଦବାଲି ଓ ଧାମନଗର ବ୍ଲକ୍‌ରଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି। ଏଣେ ବହୁ ଲୋକ ଏହି ୪ ବ୍ଲକର ବିଭିନ୍ନ ବିଦ୍ୟାଳୟମାନଙ୍କରେ ଆଶ୍ରୟ ନେଇଥିବା ଜଣାଯାଇଛି। ଏହାକୁ ଆଖି ଆଗରେ ରଖି ଭଦ୍ରକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତିହିଡ଼ି, ବାସୁଦେବପୁର, ଚାନ୍ଦବାଲି ଓ ଧାମନଗର ବ୍ଲକ୍‌ର ସମସ୍ତ ବିଦ୍ୟାଳୟକୁ ଆଜି ଦିନକ ପାଇଁ ବନ୍ଦ ଘୋଷଣା କରାଯାଇଛି।

ଏହାକୁ ଆଖି ଆଗରେ ରଖି ଭଦ୍ରକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତିହିଡ଼ି, ବାସୁଦେବପୁର, ଚାନ୍ଦବାଲି ଓ ଧାମନଗର ବ୍ଲକ୍‌ର ସମସ୍ତ ବିଦ୍ୟାଳୟକୁ ଆଜି ଦିନକ ପାଇଁ ବନ୍ଦ ଘୋଷଣା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe