ଭଲ ଖବର: ସବୁ ପ୍ରାଥମିକ ବିଦ୍ୟାଳୟରେ ଖୋଲିବ ‘ଶିଶୁ ବାଟିକା’

Advertisment

‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପିଲାମାନଙ୍କର ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ।

Updated On

ଅଦ୍ୟତନ ହୋଇଛି
National Education Policy

National Education Policy Photograph: (sambad.in)

ଭୁବନେଶ୍ବର: ରାଜ୍ୟର ଅଭିଭାବକମାନଙ୍କ ପାଇଁ ବଡ଼ ଖବର ଆସିଛି। ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ ଏଥିରେ କୁହାଯାଇଛି ଯେ, ପିଲାମାନଙ୍କର ବୟସ ୬ବର୍ଷ ହୋଇନଥିଲେ ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। 

ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାର ଗତ ସପ୍ତାହରେ ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe