ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସାମ୍ନା ଦୋକାନ ଗୃହ ଭୁଶୁଡ଼ିଲା, ଫସିଛନ୍ତି ୪

Advertisment

କୋରାପୁଟ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସାମ୍ନାରେ ଥିବା ଏକ ଦୁଇମହଲା ଦୋକାନ ଗୃହ ଭୁଶୁଡ଼ିଛି। ଏଥିରେ ୪ ଜଣ ଭିତରେ ଫସି ରହିଥିବା ଆଶଙ୍କା କରାଯାଉଛି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି।

କୋରାପୁଟ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସାମ୍ନାରେ ଥିବା ଏକ ଦୁଇମହଲା ଦୋକାନ ଗୃହ ଭୁଶୁଡ଼ିଛି। ଏଥିରେ ୪ ଜଣ ଭିତରେ ଫସି ରହିଥିବା ଆଶଙ୍କା କରାଯାଉଛି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି।

New Project (9)

କୋରାପୁଟ: କୋରାପୁଟ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ସାମ୍ନାରେ ଥିବା ଏକ ଦୁଇମହଲା ଦୋକାନ ଗୃହ ଭୁଶୁଡ଼ିଛି। ଏଥିରେ ୪ ଜଣ ଭିତରେ ଫସି ରହିଥିବା ଆଶଙ୍କା କରାଯାଉଛି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe