ସାମାନ୍ୟ ବଚସାରୁ ଜନ୍ମ କଲା ମା'କୁ ପିଟିପିଟି ମାରିଲା ପୁଅ, ଅଭିଯୁକ୍ତ ଅଟକ

Advertisment

ସାମାନ୍ୟ ପାଟିତୁଣ୍ଡରୁ ମା'କୁ ହତ୍ୟା। ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଛାତିଥରା ଘଟଣା ସାମ୍ନାକୁ ଆସିଛି। ଘଟଣାରେ ଅଭିଯୁକ୍ତ ମାତୃହନ୍ତା ସରୋଜ ନାଏକକୁ ପୁଲିସ ଅଟକ ରଖିଛି। 

Updated On

ସାମାନ୍ୟ ପାଟିତୁଣ୍ଡରୁ ମା'କୁ ହତ୍ୟା। ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଛାତିଥରା ଘଟଣା ସାମ୍ନାକୁ ଆସିଛି। ଘଟଣାରେ ଅଭିଯୁକ୍ତ ମାତୃହନ୍ତା ସରୋଜ ନାଏକକୁ ପୁଲିସ ଅଟକ ରଖିଛି। 

ଅଦ୍ୟତନ ହୋଇଛି
vbn

ଅନୁଗୁଳ: ସାମାନ୍ୟ ପାଟିତୁଣ୍ଡରୁ ମା'କୁ ହତ୍ୟା। ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ସୁସୁଡା ଗ୍ରାମରେ ଏଭଳି ଛାତିଥରା ଘଟଣା ସାମ୍ନାକୁ ଆସିଛି। ଘଟଣାରେ ଅଭିଯୁକ୍ତ ମାତୃହନ୍ତା ସରୋଜ ନାଏକକୁ ପୁଲିସ ଅଟକ ରଖିଛି। 

ଗତକାଲି ରାତିରେ କୌଣସି କାରଣକୁ ନେଇ ମା'- ପୁଅଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଆଜି ସକାଳେ ପୁଣିଥରେ ମା'- ପୁଅଙ୍କ ମଧ୍ୟରେ ଉଚ୍ଚବାଚ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅ ସରୋଜ ନାଏକ ନିଜ ମା' ଲତା ନାଏକ (୭୦)ଙ୍କୁ ପିଟି ପିଟି ହତ୍ୟା କରିଛି।

ସୂଚନା ଅନୁଯାୟୀ, ଗତକାଲି ରାତିରେ କୌଣସି କାରଣକୁ ନେଇ ମା'- ପୁଅଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଆଜି ସକାଳେ ପୁଣିଥରେ ମା'- ପୁଅଙ୍କ ମଧ୍ୟରେ ଉଚ୍ଚବାଚ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପୁଅ ସରୋଜ ନାଏକ ନିଜ ମା' ଲତା ନାଏକ (୭୦)ଙ୍କୁ ପିଟି ପିଟି ହତ୍ୟା କରିଛି।

 ଏ ଖବର ଗାଁଲୋକ ଜାଣିବା ପରେ ପୁଲିସକୁ ଖବର ଦେଇଥିଲେ। ଟାଉନ୍ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମା'କୁ ହତ୍ୟା କରିଥିବା ପୁଅ ସରୋଜକୁ ଅଟକ ରଖି ପଚରାଉଚରା କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe