ମଦ୍ୟପ ପୁଅର ଉନ୍ମତ୍ତ କାଣ୍ଡ: ଠେଙ୍ଗାରେ ପିଟିପିଟି ମାକୁ ମାରି ପୁଲିସ ଦ୍ବାରା ଅଟକ

Advertisment

ମାକୁ ଠେଙ୍ଗାରେ ପିଟିପିଟି ମାରିଦେଲା ପୁଅ। ସୁନ୍ଦରଗଡ଼ ତଲସରା ଥାନା ତୁମୁଲିଆ ଗାଁ ନୂଆପଡ଼ାରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମାତାଲ ଅବସ୍ଥାରେ ରାତି ଅଧରେ ମାକୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଛି ପୁଅ ।

ମାକୁ ଠେଙ୍ଗାରେ ପିଟିପିଟି ମାରିଦେଲା ପୁଅ। ସୁନ୍ଦରଗଡ଼ ତଲସରା ଥାନା ତୁମୁଲିଆ ଗାଁ ନୂଆପଡ଼ାରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମାତାଲ ଅବସ୍ଥାରେ ରାତି ଅଧରେ ମାକୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଛି ପୁଅ ।

ଗଜ

ସୁନ୍ଦରଗଡ଼: ମଦ୍ୟପ ପୁଅର ଉନ୍ମତ୍ତ କାଣ୍ଡ। ମାକୁ ଠେଙ୍ଗାରେ ପିଟିପିଟି ମାରିଦେଲା ପୁଅ। ସୁନ୍ଦରଗଡ଼ ତଲସରା ଥାନା ତୁମୁଲିଆ ଗାଁ ନୂଆପଡ଼ାରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମାତାଲ ଅବସ୍ଥାରେ ରାତି ଅଧରେ ମାକୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଛି ପୁଅ । ତେବେ ଘଟଣାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ମାର ମୃତ୍ୟୁ ଘଟିଥିବା ଜଣାଯାଇଛି।

ମାତାଲ ଅବସ୍ଥାରେ ରାତି ଅଧରେ ମାକୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଛି ପୁଅ । ତେବେ ଘଟଣାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ମାର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଣେ ଅଭିଯୁକ୍ତ ପୁଅ ବିଶ୍ୱ ଲାକଡ଼ାକୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି ତଲସରା ପୁଲିସ।

ଏଣେ ଅଭିଯୁକ୍ତ ପୁଅ ବିଶ୍ୱ ଲାକଡ଼ାକୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି ତଲସରା ପୁଲିସ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe