ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ସ୍ପେନର ରାଷ୍ଟ୍ରଦୂତ
ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ବୈଠକରେ ସ୍ପେନ ଏବଂ ଓଡିଶା ମଧ୍ୟରେ ସାଂସ୍କୃତିକ ଏବଂ ଅର୍ଥନୈତିକ ସମ୍ପର୍କକୁ ଆହୁରି ସୁଦୃଢ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।
/sambad/media/media_files/2025/04/19/go53ds0w8aa5xdn-683965.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)