Leading Gallery ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ସ୍ପେନର ରାଷ୍ଟ୍ରଦୂତ ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ବୈଠକରେ ସ୍ପେନ ଏବଂ ଓଡିଶା ମଧ୍ୟରେ ସାଂସ୍କୃତିକ ଏବଂ ଅର୍ଥନୈତିକ ସମ୍ପର୍କକୁ ଆହୁରି ସୁଦୃଢ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। 19 Apr 2025 21:46 IST Mahendra Sahu Follow Us CM Mohan Charan Majhi