ଗତ ଚାରି ବର୍ଷରେ ୫୩ ହଜାର ୮୨୦ ହେକ୍ଟର ଜଙ୍ଗଲ ଜଳିଛି

ରାଜ୍ୟରେ ଗତ ତିନି ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ। ଆଜି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ବିଧାୟକ ରମେଶ ବେହେରାଙ୍କ ଲିଖିତ ଉତ୍ତର ରଖି ଏହି ସୂଚନା ଦେଇଛନ୍ତି।

ganesh ram singh khuntia

ଭୁବନେଶ୍ବର: ରାଜ୍ୟରେ ଗତ ତିନି ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ। ଆଜି ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଧାନସଭାରେ ସୂଚନା ଦେଇଛନ୍ତି।

ବିଧାୟକ ରମେଶ ବେହେରାଙ୍କ ଲିଖିତ ଉତ୍ତର ରଖି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି, ୨୦୨୧ରେ ୨୮ ହଜାର ୫୬୯ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇଥିବା ବେଳେ ୨୦୨୨ରେ ୮ ହଜାର ୪୩୮ ହେକ୍ଟର ଜଙ୍ଗଲ ଓ ୨୦୨୩ରେ ୯ ହଜାର ୭୧୧ ହେକ୍ଟର ଜଙ୍ଗଲ ଜଳିଛି। ଗତ ଚାରି ବର୍ଷରେ ସର୍ବ ମୋଟ ୫୩ ହଜାର ୮୨୦ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇ ଯାଇଛି।

ବିଧାନସଭାରେ ବିଧାୟକ ରମେଶ ବେହେରାଙ୍କ ଲିଖିତ ଉତ୍ତର ରଖି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି, ୨୦୨୧ରେ ୨୮ ହଜାର ୫୬୯ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇଥିବା ବେଳେ ୨୦୨୨ରେ ୮ ହଜାର ୪୩୮ ହେକ୍ଟର ଜଙ୍ଗଲ ଓ ୨୦୨୩ରେ ୯ ହଜାର ୭୧୧ ହେକ୍ଟର ଜଙ୍ଗଲ ଜଳିଛି। ଗତ ଚାରି ବର୍ଷରେ ସର୍ବ ମୋଟ ୫୩ ହଜାର ୮୨୦ ହେକ୍ଟର ଜଙ୍ଗଲ ଜଳି ପାଉଁଶ ହୋଇ ଯାଇଛି।

assembly

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe