ଭୁବନେଶ୍ବର:  ତଳେ ପ୍ରରାଜ୍ୟର ସବୁ ନଦୀ ବିପଦ ସଙ୍କେତବାହିତ ହେଉଛି। ଏଣୁ ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ। ଏନେଇ ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ହୀରାକୁଦକୁ ୧.୩୦ ଲକ୍ଷ କ୍ୟୁସେକ ଜଳ ପ୍ରବେଶ କରୁଛି ଓ ୬୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି। ବ୍ରାହ୍ମଣୀରେ ବନ୍ୟାଜଳ ହ୍ରାସ ପାଉଛି ଏବଂ ଗୋଟିଏ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି।

Advertisment

ସର୍ବୋଚ୍ଚ ଯନ୍ତ୍ରୀ ଆହୁରି କହିଛନ୍ତି, ଆସନ୍ତାକାଲି ଖଇରମାଳରେ ୨ ଲକ୍ଷରୁ ଅଢ଼େଇ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ।