କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟ ବିକଶିତ ଭାରତ ପାଇଁ ବଜେଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟକୁ ବିକଶିତ ଭାରତ ପାଇଁ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଏହି ବଜେଟରେ ମହିଳା ଉଦ୍ଯୋଗୀଙ୍କୁ ପାଇଁ ନୂତନ ସୁଯୋଗ ସହ ଆତ୍ମନିର୍ଭର କରିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା ହୋଇଛି।

ghuy

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟକୁ ବିକଶିତ ଭାରତ ପାଇଁ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଏହି ବଜେଟରେ ମହିଳା ଉଦ୍ଯୋଗୀଙ୍କୁ ପାଇଁ ନୂତନ ସୁଯୋଗ ସହ ଆତ୍ମନିର୍ଭର କରିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା ହୋଇଛି। ମୋଟ ୫ ଲକ୍ଷ ଅନୁସୂଚିତ ଜାତି/ଅନୁସୂଚିତ ଜନଜାତି ମହିଳା ଉଦ୍ଯୋଗୀଙ୍କୁ ଆଗାମୀ ୫ ବର୍ଷରେ ୨ କୋଟି ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। କୃଷି ଏବଂ କୃଷକଙ୍କ ବିକାଶକୁ ପ୍ରାଧାନ୍ୟ ଦେଇ ଆରମ୍ଭ ହେବ 'ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା'। ଦେଶର ମୋଟ ୧୦୦ଟି ଖାଇବା ତେଲରେ ଭାରତକୁ ଆତ୍ମନିର୍ଭର କରିବା ନିମନ୍ତେ ଆରମ୍ଭ ହେବ ୬ ବର୍ଷିଆ ସ୍ଵତନ୍ତ୍ର ଯୋଜନା।

କେନ୍ଦ୍ର ସରକାରଙ୍କ ୨୦୨୫-୨୬ ବଜେଟକୁ ବିକଶିତ ଭାରତ ପାଇଁ ବଜେଟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଏହି ବଜେଟରେ ମହିଳା ଉଦ୍ଯୋଗୀଙ୍କୁ ପାଇଁ ନୂତନ ସୁଯୋଗ ସହ ଆତ୍ମନିର୍ଭର କରିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା ହୋଇଛି। ମୋଟ ୫ ଲକ୍ଷ ଅନୁସୂଚିତ ଜାତି/ଅନୁସୂଚିତ ଜନଜାତି ମହିଳା ଉଦ୍ଯୋଗୀଙ୍କୁ ଆଗାମୀ ୫ ବର୍ଷରେ ୨ କୋଟି ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। କୃଷି ଏବଂ କୃଷକଙ୍କ ବିକାଶକୁ ପ୍ରାଧାନ୍ୟ ଦେଇ ଆରମ୍ଭ ହେବ 'ପ୍ରଧାନମନ୍ତ୍ରୀ ଧନ-ଧାନ୍ୟ କୃଷି ଯୋଜନା'। ଦେଶର ମୋଟ ୧୦୦ଟି ଖାଇବା ତେଲରେ ଭାରତକୁ ଆତ୍ମନିର୍ଭର କରିବା ନିମନ୍ତେ ଆରମ୍ଭ ହେବ ୬ ବର୍ଷିଆ ସ୍ଵତନ୍ତ୍ର ଯୋଜନା।

ଦେଶରେ ଏମଏସଏମଇ ବିକାଶର ଦ୍ବିତୀୟ ଇଞ୍ଜିନ ହୋଇଛି I ୭.୫ କୋଟି ଏମଏସଏମଇ କର୍ମଚାରୀଙ୍କ ଉପରେ ଫୋକସ୍ କରାଯାଇଛି। ଏହି କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁରୀ କରାଯିବ। ଯାହାଦ୍ବାରା ଯୁବବର୍ଗ ଅଧିକ ନିଯୁକ୍ତି ପାଇବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe