ବନ କର୍ମଚାରୀଙ୍କୁ ସଶକ୍ତ କରିବାକୁ ବନ୍ଧୁକ ଧରାଇବା ଉପରେ ସରକାର ବିଚାର କରୁଛନ୍ତି

Advertisment

ଓଡ଼ିଶା ସରକାର ବନ ବିଭାଗ କର୍ମଚାରୀମାନଙ୍କୁ ବନ୍ଧୁକ ଦେବେ। ଏନେଇ ବିଚାରବିମର୍ଶ ଚାଲିଛି ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଶିକାରୀଙ୍କୁ ଧରିବା ପାଇଁ ଜଙ୍ଗଲ ଓ ପରିବେଶ ବିଭାଗ ଆଣିଛି ଏଆଇ କ୍ୟାମେରା। 

ଓଡ଼ିଶା ସରକାର ବନ ବିଭାଗ କର୍ମଚାରୀମାନଙ୍କୁ ବନ୍ଧୁକ ଦେବେ। ଏନେଇ ବିଚାରବିମର୍ଶ ଚାଲିଛି ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଶିକାରୀଙ୍କୁ ଧରିବା ପାଇଁ ଜଙ୍ଗଲ ଓ ପରିବେଶ ବିଭାଗ ଆଣିଛି ଏଆଇ କ୍ୟାମେରା। 

bnji

ଭୁବନେଶ୍ବର: ଓଡ଼ିଶା ସରକାର ବନ ବିଭାଗ କର୍ମଚାରୀମାନଙ୍କୁ ବନ୍ଧୁକ ଦେବେ। ଏନେଇ ବିଚାରବିମର୍ଶ ଚାଲିଛି ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। 

ଏବେ ପାଇଲଟ ପ୍ରୋଜେକ୍ଟ ଭାବେ ଶିମିଳିପାଳ ଓ ରାଉରକେଲାରେ ଏଆଇ କ୍ୟାମେରା ଲାଗିଛି | ଶିକାରୀଙ୍କ ଅସାମାଜିକ କାର୍ଯ୍ୟକଳାପ ଓ ଗତିବିଧିକୁ ନଜର ରଖିବା ପାଇଁ ଏହି କ୍ୟାମେରା ଲଗାଯାଇଛି | ଏହି କ୍ୟାମେରା ଶିକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖୁଛି।ଜଙ୍ଗଲ ଅଞ୍ଚଳ ଦେଇ ଯାଇଥିବା ରେଳ ଲାଇନରେ ଅସାମାଜିକ ବ୍ୟକ୍ତିଙ୍କ ଗତିବିଧିକୁ ନଜର ରଖିବା ପାଇଁ ଏଆଇ କ୍ୟାମେରା ଲଗାଯାଇଛି ଓ ଅନ୍ୟ ଜାଗାରେ ବି ଲଗାଯିବ। ଜଙ୍ଗଲ ଭିତରେ ଅସାମାଜିକ କାର୍ଯ୍ୟ ରୋକିବା ପାଇଁ ଏହି କ୍ୟାମେରା କାମ କରିବ | ଏହା ସହିତ ବନ ବିଭାଗ କର୍ମଚାରୀମାନଙ୍କୁ ଅଧିକ ସଶକ୍ତ କରିବାକୁ ସେମାନଙ୍କୁ ବନ୍ଧୁକ ଧରାଇବା ଉପରେ ସରକାର ଚିନ୍ତା କରୁଛନ୍ତି।

ସେ କହିଛନ୍ତି, ଶିକାରୀଙ୍କୁ ସାବାଡ଼ କରିବାକୁ ବନ୍ଧୁକ ଚଳାଇବାର କ୍ଷମତା ମିଳିଥିଲେ ମଧ୍ୟ ବନ୍ଧୁକ ମିଳିନାହିଁ, ଯେଉଁଥିପାଇଁ ଶିକାରୀମାନେ ବନ ବିଭାଗ କର୍ମଚାରୀଙ୍କୁ ଗୁଳି ଚଳାଇବାକୁ ପଛାଉନାହାନ୍ତି | ଏହାର ମୁକାବିଲା କରିବାକୁ ଏବେ ପୁଲିସର ସାହାଯ୍ୟ ନିଆଯାଉଛି।ଏ ଆଇ କ୍ୟାମେରା ଦୁଇଟି ଜାଗାରେ ପାଇଲଟ ଭିତ୍ତିରେ ଲଗାଯାଇଛି। ଶିକାରୀଙ୍କୁ ଧରିବା ପାଇଁ ଜଙ୍ଗଲ ଓ ପରିବେଶ ବିଭାଗ ଆଣିଛି ଏଆଇ କ୍ୟାମେରା। 

ମନ୍ତ୍ରୀ ଆହୁରି କହିଛନ୍ତି, ଏବେ ପାଇଲଟ ପ୍ରୋଜେକ୍ଟ ଭାବେ ଶିମିଳିପାଳ ଓ ରାଉରକେଲାରେ ଏଆଇ କ୍ୟାମେରା ଲାଗିଛି | ଶିକାରୀଙ୍କ ଅସାମାଜିକ କାର୍ଯ୍ୟକଳାପ ଓ ଗତିବିଧିକୁ ନଜର ରଖିବା ପାଇଁ ଏହି କ୍ୟାମେରା ଲଗାଯାଇଛି | ଏହି କ୍ୟାମେରା ଶିକାରୀଙ୍କ ଉପରେ ତୀକ୍ଷ୍ଣ ନଜର ରଖୁଛି।ଜଙ୍ଗଲ ଅଞ୍ଚଳ ଦେଇ ଯାଇଥିବା ରେଳ ଲାଇନରେ ଅସାମାଜିକ ବ୍ୟକ୍ତିଙ୍କ ଗତିବିଧିକୁ ନଜର ରଖିବା ପାଇଁ ଏଆଇ କ୍ୟାମେରା ଲଗାଯାଇଛି ଓ ଅନ୍ୟ ଜାଗାରେ ବି ଲଗାଯିବ। ଜଙ୍ଗଲ ଭିତରେ ଅସାମାଜିକ କାର୍ଯ୍ୟ ରୋକିବା ପାଇଁ ଏହି କ୍ୟାମେରା କାମ କରିବ | ଏହା ସହିତ ବନ ବିଭାଗ କର୍ମଚାରୀମାନଙ୍କୁ ଅଧିକ ସଶକ୍ତ କରିବାକୁ ସେମାନଙ୍କୁ ବନ୍ଧୁକ ଧରାଇବା ଉପରେ ସରକାର ଚିନ୍ତା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe