ସରକାରଙ୍କ ନୀତି ହେଉଛି ଜିରୋ କଟନୀ ଛଟନୀ: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

Advertisment

କଟନୀ ଛଟନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ମନ୍ତ୍ରୀଙ୍କ ବାଟ ଓଗାଳୁଛନ୍ତି ଅଫିସର। ଅଫିସରଙ୍କ ମନମାନି ଚାଲିଛି। ଅଫିସର କହୁଛନ୍ତି ଚାଷୀ ମିଲରଙ୍କ ଭିତରେ ମୁଣ୍ଡ ପୁରାନ୍ତୁନି ସରକାର।

Updated On

କଟନୀ ଛଟନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ମନ୍ତ୍ରୀଙ୍କ ବାଟ ଓଗାଳୁଛନ୍ତି ଅଫିସର। ଅଫିସରଙ୍କ ମନମାନି ଚାଲିଛି। ଅଫିସର କହୁଛନ୍ତି ଚାଷୀ ମିଲରଙ୍କ ଭିତରେ ମୁଣ୍ଡ ପୁରାନ୍ତୁନି ସରକାର।

ଅଦ୍ୟତନ ହୋଇଛି
krushna patra

ଭୁବନେଶ୍ବର: କଟନୀ ଛଟନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ମନ୍ତ୍ରୀଙ୍କ ବାଟ ଓଗାଳୁଛନ୍ତି ଅଫିସର। ଅଫିସରଙ୍କ ମନମାନି ଚାଲିଛି। ଅଫିସର କହୁଛନ୍ତି ଚାଷୀ ମିଲରଙ୍କ ଭିତରେ ମୁଣ୍ଡ ପୁରାନ୍ତୁନି ସରକାର। ସରକାରଙ୍କ ନୀତି ହେଉଛି ଜିରୋ କଟନୀ ଛଟନୀ। ଅନେକ ଜିଲ୍ଲାରେ କଟନୀ ଛଟନୀ ହୋଇନି। କିଛି ଜିଲ୍ଲାରେ ମିଲରମାନେ ମାନମାନି କରୁଛନ୍ତି। ଜିଦି ଧରୁଛନ୍ତି ୬ରୁ ୭ କିଲୋ କାଟିବା ପାଇଁ। ମିଲର କହୁଛନ୍ତି ଚାଷୀ ଏତେ ଟଙ୍କା ପାଉଛନ୍ତି ଆମେ କଣ ପାଇବୁ। ମୋତେ ଆଶ୍ଚର୍ୟ୍ୟ ଲାଗିଲା ଶୁଣିଲି।

ସେ ଆହୁରି କହିଛନ୍ତି, ମୋତେ ଜଣେ ଆଇଏସ ଅଫିସର କହିଲେ କୃଷକ ମିଲରଙ୍କ ମଧ୍ୟରେ କଟନୀ ଛଟନୀ କଥା ଛାଡ଼ି ଦିଅନ୍ତୁ। ଆପଣ ମୁଣ୍ଡ ପୁରାନ୍ତୁନି, ସେମାନେ ଆପେ ନେଇଯିବେ। ମୁଁ ଅଫିସରଙ୍କୁ କହିଲି ତେବେ ଆମ ପଲିସିର ଲାଭ କଣ। ଆଶ୍ଚର୍ଯ୍ୟ ଏଭଳିଆ ମାନସିକତା ରହିଛି ସମସ୍ତଙ୍କୁ ପରିବର୍ତ୍ତନ କରିବାକୁ ସମୟ ଲାଗୁଛି। ଯେତେବଡ଼ ଅଫିସର ହେଉ କଟନୀ ଛଟନୀରେ ସହଯୋଗ କଲେ ତାଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ହେବ। ଯେଉଁ ମିଲରମାନେ ଏମିତି କରିବେ ସେମାନଙ୍କ ମିଲକୁ ବ୍ଲାକ ଲିଷ୍ଟେଡ କରାଯିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe