ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଅଭିଯାନ ଚଳାଇଛନ୍ତି: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

zx

ଭୁବନେଶ୍ୱର: ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ରାଜ୍ୟରେ ଏବେ ପାଖାପାଖି ୫ହଜାରୁ ଅଧିକ ଭିକାରି ଅଛନ୍ତି।  କଟକରେ ସର୍ବାଧିକ ୧୦୬୦ ଭିକାରି ଥିବା ବେଳେ ବରଗଡ଼ରେ ୫୯୫, ଗଞ୍ଜାମରେ ୫୪୫, ବଲାଙ୍ଗୀରରେ ୪୮୨, ସୁନ୍ଦରଗଡ଼ରେ ୪୧୭ ଓ  ପୁରୀରେ ୩୫୦ ଭିକାରି ଅଛନ୍ତି।

ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଚଳାଇଛନ୍ତି ଅଭିଯାନ। ରାଜ୍ୟକୁ ଭିକାରିମୁକ୍ତ କରିବା ପାଇଁ ପ୍ରଥମ ପର୍ଯ୍ୟାୟରେ ପୁରୀଠାରେ ନୀଳାଦ୍ରି ନିଳୟ, ଭୁବନେଶ୍ୱରରେ ଏକାମ୍ର ନିଳୟ ଅଭିଯାନ ଜାରି ରହିଛି। କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ତଥ୍ୟ ଦେଇଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe