ଭୁବନେଶ୍ୱର: ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର। ମଳିପଡା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ।  ନୂଆ ସହର  ନିର୍ମାଣ ପାଇଁ  ସିଙ୍ଗାପୁର ସରକାର  ଏହାର ଡ୍ରଇଂ  ଏବଂ ଡିଜାଇନ  ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର।

Advertisment

ନଗର ଉନ୍ନୟନ ମନ୍ତ୍ରୀ ଆହୁରି କହିଛନ୍ତି, ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭାବନେଶ୍ୱରକୁ ନେଇ ବଢିଛି  ଉତ୍କଣ୍ଠା। ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର। ମଳିପଡା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ। ନୂଆ ସହର ନିର୍ମାଣ ପାଇଁ  ସିଙ୍ଗାପୁର ସରକାର  ଏହାର ଡ୍ରଇଂ  ଏବଂ ଡିଜାଇନ  ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି। ଦୋଲେରା ଗିଫ୍ଟ ସିଟି ଢାଞ୍ଚାରେ ଏହାର ନିର୍ମାଣ ହେବା ନେଇ  ଚିନ୍ତା  କରାଯାଉଛି।

ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି, ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭାବନେଶ୍ୱରକୁ ନେଇ ବଢିଛି  ଉତ୍କଣ୍ଠା। ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର। ମଳିପଡା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ। ନୂଆ ସହର ନିର୍ମାଣ ପାଇଁ  ସିଙ୍ଗାପୁର ସରକାର  ଏହାର ଡ୍ରଇଂ  ଏବଂ ଡିଜାଇନ  ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି। ଦୋଲେରା ଗିଫ୍ଟ ସିଟି ଢାଞ୍ଚାରେ ଏହାର ନିର୍ମାଣ ହେବା ନେଇ  ଚିନ୍ତା  କରାଯାଉଛି।

ଏହି ନୂଆ ସହରରେ ଆଇଟି ପାର୍କ, ମେଡିକାଲ ସୁବିଧା, ଲୋକ ରହିବା ପାଇଁ ଘର, ବ୍ୟବସାୟିକ ପ୍ରତିଷ୍ଠାନ, ପେଡେଷ୍ଟ୍ରିୟାନଙ୍କ ପାଇଁ ଚାଲିବା ବ୍ୟବସ୍ଥା, ଓପନ ସ୍ପେସ, ଅର୍ଥନୈତିକ ଆକ୍ଟିଭିଟି ବ୍ୟବସ୍ଥା ରହିଛି। ନୂଆ ସହର ମଧ୍ୟରେ ଶିଳ୍ପ ସଂସ୍ଥାକୁ  ମଧ୍ୟ ଗୁରୁତ୍ୱ ଦିଆଯିବ। ଏହାର ଡିପିଆର ସିଙ୍ଗାପୁର ସରକାର ବନାଉଥିବା ବେଳେ, ଆବଶ୍ୟକ ଅର୍ଥ ମଧ୍ୟ ସେମାନଙ୍କୁ ଦିଆଯାଇଛି। ଆସନ୍ତା ଏକରୁ ଦୁଇ ମାସ ଭିତରେ ରାଜ୍ୟ ସରକାରଙ୍କୁ ଡିପିଆର ଦେବ ସିଙ୍ଗାପୁର। ସହର ବୃଦ୍ଧି ସହ ସହରକୁ ରି-ଡେଭଲପମେଣ୍ଟ ମଧ୍ୟ କରିବାକୁ ଆମେ ଯୋଜନା କରୁଛୁ।