ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ: ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର

Advertisment

ବିମାନବନ୍ଦରରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି, ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ। ଏହାଛଡ଼ା ବୋର୍ଡ ଓ ନିଗମ ଅଧ୍ୟକ୍ଷ ପଦ ନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ହେବ।

ବିମାନବନ୍ଦରରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି, ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ। ଏହାଛଡ଼ା ବୋର୍ଡ ଓ ନିଗମ ଅଧ୍ୟକ୍ଷ ପଦ ନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ହେବ।

vb

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି,ରାଜ୍ୟ କମିଟି, ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ଗଠନ କାମ ସାରିବା ନେଇ ଚର୍ଚ୍ଚା ହେଇଛି। ଯେତେବେଳେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା ହୁଏ ସବୁ ବିଷୟ ସବୁ ଦିଗ ନେଇ ଆଲୋଚନା ହୁଏ। ଠିକ୍ ସମୟରେ ସବୁ ନିଷ୍ପତ୍ତି ନିଆଯିବ।

ବିମାନବନ୍ଦରରେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି,ରାଜ୍ୟ କମିଟି, ପଦାଧିକାରୀ ଏବଂ କାର୍ଯ୍ୟକାରିଣୀ ଗଠନ କାମ ସାରିବା ନେଇ ଚର୍ଚ୍ଚା ହେଇଛି। ଯେତେବେଳେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା ହୁଏ ସବୁ ବିଷୟ ସବୁ ଦିଗ ନେଇ ଆଲୋଚନା ହୁଏ। ଠିକ୍ ସମୟରେ ସବୁ ନିଷ୍ପତ୍ତି ନିଆଯିବ। ସେ ଆହୁରି କହିଛନ୍ତି, ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ। ଏହାଛଡ଼ା ବୋର୍ଡ ଓ ନିଗମ ଅଧ୍ୟକ୍ଷ ପଦ ନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ହେବ।

ସେ ଆହୁରି କହିଛନ୍ତି, ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ। ଏହାଛଡ଼ା ବୋର୍ଡ ଓ ନିଗମ ଅଧ୍ୟକ୍ଷ ପଦ ନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe