ଭୁବନେଶ୍ବର: ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀମାନେ ଗଣଧାରଣା ଦେଇଛନ୍ତି । ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ଏକାଠି ହୋଇଛନ୍ତି । ସେମାନେ ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ଲାଗି ବି ଦାବି କରିଛନ୍ତି।
ନିର୍ବାଚନ ପୂର୍ବରୁ ସରକାର ଦେଇଥିବା ପ୍ରତିଶ୍ରୁତି ଲାଗୁ କରିବା ପାଇଁ ଦାବି କରି ଅଙ୍ଗନବାଡ଼ି କର୍ମୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହା ସହ ହଟ୍ କୁକ ମିଲ୍ ପାଇଁ ମୁଣ୍ଡପିଛା ୭ ଟଙ୍କା ୨୦ ପଇସା ସର୍ବମୋଟ ମିଳୁଥିବା ବେଳେ ଏହାକୁ ବୃଦ୍ଧି ପାଇଁ ବି ଦାବି କରାଯାଇଛି।
ରାଜଧାନୀରେ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ଗଣଧାରଣା
ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀମାନେ ଗଣଧାରଣା ଦେଇଛନ୍ତି । ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ଏକାଠି ହୋଇଛନ୍ତି । ସେମାନେ ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ଲାଗି ବି ଦାବି କରିଛନ୍ତି।
/sambad/media/post_attachments/wp-content/uploads/2017/10/Anganwadi-Workers-of-Odisha.jpg)