କର୍ମଚାରୀଙ୍କ ଆନ୍ଦୋଳନ: ସମ୍ବଲପୁରରେ ଆଜି ଗଡ଼ୁନି ମୋ ବସ୍

Advertisment

ସମ୍ବଲପୁରରେ ଆଜି ଗଡ଼ୁନି ମୋ ବସ୍। ଠିକା କଂପାନିର ଅଧିକାରୀଙ୍କ ମନମୁଖୀ ପ୍ରତିବାଦରେ ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି। ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଫଳରେ ଯାତ୍ରୀମାନେ ହଇରାଣ ହରକତ ହେଉଥିବା ପରିଲକ୍ଷିତ ହେଉଛି।

sଳହ

ସମ୍ବଲପୁର: ସମ୍ବଲପୁରରେ ଆଜି ଗଡ଼ୁନି ମୋ ବସ୍। ଠିକା କଂପାନିର ଅଧିକାରୀଙ୍କ ମନମୁଖୀ ପ୍ରତିବାଦରେ ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି।

ସୂଚନା ଅନୁଯାୟୀ, ଠିକା କଂପାନିର ଅଧିକାରୀ ଅଯଥା ବସ୍ କଣ୍ଡକ୍ଟର ଓ ଚାଳକଙ୍କ ଦରମାରୁ ଟଙ୍କା କାଟି ଦେଉଛନ୍ତି। ଏହାକୁ ନେଇ ଅଭିଯୋଗ କଲେ ବି କୌଣସି ସୁଫଳ ମିଳୁ ନଥିବା ମୋ ବସ୍ କର୍ମଚାରୀମାନେ କହିଛନ୍ତି। ଏଣୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ଏଣେ ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଫଳରେ ସାଧାରଣ ଯାତ୍ରୀମାନେ ହଇରାଣ ହରକତ ହେଉଥିବା ପରିଲକ୍ଷିତ ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe