ଯାଜପୁର: ଟମକା ଥାନା ନୟା ବଗପାଟିଆ ପ୍ରାଥମିକ ବିଦ୍ୟାଳୟରେ ଅଘଟଣ। ଦୋଳି ଖେଳୁଥିବା ବେଳେ ଦୋଳିରୁ ପଡ଼ି ୪ର୍ଥ ଶ୍ରେଣୀ ଛାତ୍ର ମୃତ। ସମ୍ପର୍କୀୟଙ୍କ ଦ୍ଵାରା ସ୍କୁଲର ଶିକ୍ଷକ ଅଟକ । ମୃତ ଛାତ୍ର ନୟା ବଗପାଟିଆ ଗ୍ରାମର ନବଘନ ସାହୁଙ୍କ ପୁତ୍ର ସୋମ୍ୟରଞ୍ଜନ ସାହୁ ବୋଲି ଜଣା ପଡ଼ିଛି।
ଶିକ୍ଷକଙ୍କ ଦାୟିତ୍ୱହୀନତା ପାଇଁ ଛାତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ମୃତ ଛାତ୍ରଙ୍କ ବାପା ନବଘନ ସାହୁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/01/18/PiNtzqZNujoSVU6o9hLQ.jpg)