ଟ୍ରାକ୍ଟର ଧକ୍କାରେ ଚାଲିଗଲା ନବମ ଶ୍ରେଣୀ ଛାତ୍ରଙ୍କ ଜୀବନ

ଟ୍ରାକ୍ଟର ଧକ୍କାରେ ଜଣେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ହେଉଛନ୍ତି କୃତାର୍ଥ ବେହେରାଙ୍କ ପୁଅ ଆୟୁଷ୍ମାନ ବେହେରା (୧୪)।

Dead

ସମ୍ବଲପୁର: ଟ୍ରାକ୍ଟର ଧକ୍କାରେ ଜଣେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ମୃତ ଛାତ୍ର ହେଉଛନ୍ତି କୃତାର୍ଥ ବେହେରାଙ୍କ ପୁଅ ଆୟୁଷ୍ମାନ ବେହେରା (୧୪)।

ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ ସମୟରେ ଆୟୁଷ୍ମାନ ଧନୁପାଲିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରୁ ଫେରୁଥିବା ବେଳେ ସାମ୍ନା ପଟୁ ଏକ ଟ୍ରାକ୍ଟର୍ (ଓଡି-୧୫ ଡବ୍ଲ୍ୟୁ ୮୧୧୫) ତାଙ୍କୁ ଧକ୍କା ଦେଇଥିଲା। ସେଠାରେ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ଆୟୁଷ୍ମାନ ବେହେରାଙ୍କୁ ମୃତ ଘୋଷଣା କରିଥିଲେ।

 ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ ସମୟରେ ଆୟୁଷ୍ମାନ ଧନୁପାଲିସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରୁ ଫେରୁଥିବା ବେଳେ ସାମ୍ନା ପଟୁ ଏକ ଟ୍ରାକ୍ଟର୍ (ଓଡି-୧୫ ଡବ୍ଲ୍ୟୁ ୮୧୧୫) ତାଙ୍କୁ ଧକ୍କା ଦେଇଥିଲା।ସେଠାରେ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ଆୟୁଷ୍ମାନ ବେହେରାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

accident

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe