ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଶିକ୍ଷକଙ୍କୁ ଉଠାଇନେଲା କ୍ରାଇମବ୍ରାଞ୍ଚ

Advertisment

ଓଟିଇଟି ପ୍ରଶ୍ନପତ୍ର ମାମଲାରେ କ୍ରାଇମବ୍ରାଞ୍ଚ ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଲକ ଅମ୍ବାଦଳା ଗ୍ରାମର ଜଣେ ଶିକ୍ଷକଙ୍କୁ ଉଠାଇନେଇଥିବା ସୂତ୍ରରୁ ଜଣାପଡିଛି। ଘଟଣାରୁ ପ୍ରକାଶ ଯେ, ଗତ ଦିନରେ ହେବାକୁ ଥିବା ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହେବା କାରଣରୁ ପରୀକ୍ଷା ବାତିଲ କରାଯାଇଥିଲା।

otet 4

ରାୟଗଡ଼ା: ଓଟିଇଟି ପ୍ରଶ୍ନପତ୍ର ମାମଲାରେ କ୍ରାଇମବ୍ରାଞ୍ଚ ରାୟଗଡ଼ା ଜିଲ୍ଲା ମୁନିଗୁଡା ବ୍ଲକ ଅମ୍ବାଦଳା ଗ୍ରାମର ଜଣେ ଶିକ୍ଷକଙ୍କୁ ଉଠାଇନେଇଥିବା ସୂତ୍ରରୁ ଜଣାପଡିଛି। ଘଟଣାରୁ ପ୍ରକାଶ ଯେ, ଗତ ଦିନରେ ହେବାକୁ ଥିବା ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହେବା କାରଣରୁ ପରୀକ୍ଷା ବାତିଲ କରାଯାଇଥିଲା।

ତେବେ ଏହି ମାମଲାର କ୍ରାଇମ ବ୍ରାଞ୍ଚ ତଦନ୍ତ ସମୟରେ ରାୟଗଡ଼ା ଜିଲ୍ଲା ଏକ୍ସ କ୍ୟାଡର ଶିକ୍ଷକ ସଂଘର ସଭାପତି ତଥା ଡ଼ଙ୍ଗରବୋରି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ବିଜୟ ମିଶ୍ରଙ୍କ ସମ୍ପୃକ୍ତି ଥିବା ଜଣାପଡିଥିଲା।ସ୍ଥାନୀୟ ପୁଲିସ ସାହାଯ୍ୟରେ କ୍ରାଇମବ୍ରାଞ୍ଚ ବିଜୟଙ୍କୁ ଉଠାଇ ନେଇଥିବା ସୂତ୍ରରୁ ଜଣାପଡିଛି। କ୍ରାଇମବ୍ରାଞ୍ଚ ତାଙ୍କୁ କେଉଁଠିକି ନେଇଛନ୍ତି ସେନେଇ କୌଣସି ସୂଚନା ମିଳିପାରିନାହିଁ I

Rayagada | Education 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe