ରାଜ୍ୟରେ ଥିବା ଭୂମିହୀନଙ୍କୁ ଖୋଜିଖୋଜି ପଟ୍ଟା ଦେବେ ତହସିଲଦାର: ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

 ରାଜ୍ୟରେ ଥିବା ଭୂମିହୀନଙ୍କୁ ଖୋଜିଖୋଜି ପଟ୍ଟା ଦେବେ ତହସିଲଦାର। ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡିର ସହିଦ ମିନାର ଠାରେ ସହିଦ ଦିବସ ପାଳନ ଅବସରରେ ଏହି ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।

New Project (14)

ଭୁବନେଶ୍ବର: ରାଜ୍ୟରେ ରହିବେନି ଭୂମିହୀନ। ରାଜ୍ୟରେ ଥିବା ଭୂମିହୀନଙ୍କୁ ଖୋଜିଖୋଜି ପଟ୍ଟା ଦେବେ ତହସିଲଦାର। ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡିର ସହିଦ ମିନାର ଠାରେ ସହିଦ ଦିବସ ପାଳନ ଅବସରରେ ଏହି ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଆସନ୍ତା ବର୍ଷ ଅଗଷ୍ଟ ସୁଦ୍ଧା ଜିଲ୍ଲାର ଜମିହୀନଙ୍କୁ ଖୋଜି ରାଜସ୍ୱ ବିଭାଗ ପଟ୍ଟା ଯୋଗାଇ ଦେବ ବୋଲି ସେ ଦୃଢ଼ୋକ୍ତି କରିଛନ୍ତି।

ରାଜ୍ୟରେ ଥିବା ଭୂମିହୀନଙ୍କୁ ଖୋଜି ଖୋଜି ପଟ୍ଟା ଦେବେ ତହସିଲଦାର। ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡିର ସହିଦ ମିନାର ଠାରେ ସହିଦ ଦିବସ ପାଳନ ଅବସରରେ ଏହି ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଆସନ୍ତା ବର୍ଷ ଅଗଷ୍ଟ ସୁଦ୍ଧା ଜିଲ୍ଲାର ଜମିହୀନଙ୍କୁ ଖୋଜି ରାଜସ୍ୱ ବିଭାଗ ପଟ୍ଟା ଯୋଗାଇ ଦେବ ବୋଲି ସେ ଦୃଢ଼ୋକ୍ତି କରିଛନ୍ତି। ଖାଲି ଗରିବ ଭୂମିହୀନ ନୁହେଁ, ସ୍କୁଲଗୁଡିକୁ ମଧ୍ୟ ଜମି ପଟ୍ଟା ଯୋଗାଇ ଦିଆଯିବ। ସ୍କୁଲକୁ ଯାଇ ପ୍ରଧାନ ଶିକ୍ଷକଙ୍କୁ ପଟ୍ଟା ଦେବେ ତହସିଲଦାର । ଗୋଟିଏ ବର୍ଷ ଭିତରେ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ୨୨ ହଜାର ଜମି ପଟ୍ଟା ପ୍ରଦାନ କରାଯାଇଛି । ଶିକ୍ଷାନୁଷ୍ଠାନକୁ ଜଙ୍ଗଲ କିସମ ଜମି ମଧ୍ୟ ପଟ୍ଟା କରି ଦିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। 

ଖାଲି ଗରିବ ଭୂମିହୀନ ନୁହେଁ, ସ୍କୁଲଗୁଡିକୁ ମଧ୍ୟ ଜମି ପଟ୍ଟା ଯୋଗାଇ ଦିଆଯିବ। ସ୍କୁଲକୁ ଯାଇ ପ୍ରଧାନ ଶିକ୍ଷକଙ୍କୁ ପଟ୍ଟା ଦେବେ ତହସିଲଦାର । ଗୋଟିଏ ବର୍ଷ ଭିତରେ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ୨୨ ହଜାର ଜମି ପଟ୍ଟା ପ୍ରଦାନ କରାଯାଇଛି । ଶିକ୍ଷାନୁଷ୍ଠାନକୁ ଜଙ୍ଗଲ କିସମ ଜମି ମଧ୍ୟ ପଟ୍ଟା କରି ଦିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe