ଶିମିଳିପାଳ ନର୍ଥ ଚହଲା ନିକଟ ସଫ୍ଟ ଏନକ୍ଲୋଜରରେ ମହାରାଷ୍ଟ୍ରର ବାଘୁଣୀ ଜିନ୍ନତ

Advertisment

ଶିମିଳିପାଳ ନର୍ଥ ଚହଲା ନିକଟ ସଫ୍ଟ ଏନକ୍ଲୋଜରରେ ବାଘୁଣୀ ଜିନ୍ନତକୁ ଛଡ଼ାଯାଇଛି। ଏନକ୍ଲୋଜର ଭିତରେ ପ୍ରବେଶ ବେଳର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀର ବୟସ ୩ ବର୍ଷ ହୋଇଥିବା ବେଳେ ଏହାର ନାମ ଜିନତ ରଖାଯାଇଛି।

ଶିମିଳିପାଳ ନର୍ଥ ଚହଲା ନିକଟ ସଫ୍ଟ ଏନକ୍ଲୋଜରରେ ବାଘୁଣୀ ଜିନ୍ନତକୁ ଛଡ଼ାଯାଇଛି। ଏନକ୍ଲୋଜର ଭିତରେ ପ୍ରବେଶ ବେଳର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀର ବୟସ ୩ ବର୍ଷ ହୋଇଥିବା ବେଳେ ଏହାର ନାମ ଜିନତ ରଖାଯାଇଛି।

lop

ବାରିପଦା: ଶିମିଳିପାଳ ନର୍ଥ ଚହଲା ନିକଟ ସଫ୍ଟ ଏନକ୍ଲୋଜରରେ ବାଘୁଣୀ ଜିନ୍ନତକୁ ଛଡ଼ାଯାଇଛି। ଏନକ୍ଲୋଜର ଭିତରେ ପ୍ରବେଶ ବେଳର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀର ବୟସ ୩ ବର୍ଷ ହୋଇଥିବା ବେଳେ ଏହାର ନାମ ଜିନତ ରଖାଯାଇଛି।

ବନ ବିଭାଗର ସ୍ବତନ୍ତ୍ର ଗାଡ଼ିରେ ଗୁରୁବାର ଜିନତ ଶିମିଳିପାଳରେ ପହଞ୍ଚିଥିଲ।, ଆଜି ବାଘୁଣୀକୁ ସ୍ପେଶାଲ ଏନକ୍ଲୋଜରରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଏହି ବାଘୁଣୀକୁ ଶିମିଳିପାଳକୁ ଅଣାଯାଇଛି । କିଛି ଦିନ ତଳେ ବାଘୁଣୀ ଯମୁନାକୁ ମଧ୍ୟ ଶିମିଳିପାଳ ଅଭୟାରଣ୍ୟରେ ଛଡ଼ାଯାଇଥିଲା। ଯମୁନା ଏବେ ସ୍ଥାନୀୟ ପରିବେଶ ସହ ଖାପ ଖୁଆଇବା ସହ ଶିକାର କରୁଥିବା ଦେଖିବାକୁ ମିଳିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe