ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଟିଟଲାଗଡ଼ରେ ମେଗା ରକ୍ତଦାନ ଶିବିର ଆୟୋଜନ କରି ରେକର୍ଡ କରିଛନ୍ତି ଟିଟଲାଗଡ଼ ବିଧାୟକ ନବୀନ ଜୈନ। ୧୪୦୪ ୟୁନିଟ ରକ୍ତ ସଂଗ୍ରହ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠରେ ଟିଟଲାଗଡ଼ ବିଧାୟକ ନବୀନ ଜୈନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।
ମେଗା ରକ୍ତଦାନ ଶିବିର ଆୟୋଜନ କରି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ସମ୍ବର୍ଦ୍ଧିତ ହେଲେ ଟିଟଲାଗଡ଼ ବିଧାୟକ
Advertisment
Follow Us