ଆଜି ବି ଓଡ଼ିଶାରେ ଅସମ୍ଭାଳ ତାତି: ସକାଳ ୧୦ଟା ବେଳକୁ ଝାରସୁଗୁଡ଼ା ରାଜ୍ୟର ଉତ୍ତପ୍ତ ସହର

ଗତକାଲି ଭଳି ଆଜି ବି ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ଆଜି ସକାଳ ୧୦ଟା ସୁଦ୍ଧା  ଝାରସୁଗୁଡ଼ା ହେଉଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର। ଏଠାରେ ସର୍ବାଧିକ ତାପମାତ୍ରା  ୩୬ ଡିଗ୍ରି ସେଲସିୟସ୍ ରେକର୍ଡ ହୋଇଛି।

ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ୧୩ଟି ଜିଲ୍ଲାରେ ଜାରି ରହିବ ଗ୍ରୀଷ୍ମ ପ୍ରବାହ: ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଗତକାଲି ଭଳି ଆଜି ବି ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ପଶ୍ଚିମ, ପୂର୍ବ, ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ୧୦ଟା ସୁଦ୍ଧା  ଝାରସୁଗୁଡ଼ା ହେଉଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର। ଏଠାରେ ସର୍ବାଧିକ ତାପମାତ୍ରା  ୩୬ ଡିଗ୍ରି ସେଲସିୟସ୍ ରେକର୍ଡ ହୋଇଛି। ଏଣେ ସମ୍ବଲପୁର ଓ ହୀରାକୁଦରେ ୩୪.୪, ବାଲେଶ୍ବର ଓ କେନ୍ଦୁଝରରେ ୩୨.୨, ଚାନ୍ଦବାଲି ଓ  ପୁରୀରେ ୩୨.୬, ରାଉରକେଲାରେ ୩୩.୬, ଭୁବନେଶ୍ବରରେ ୩୨.୪ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି।

ଆଜି ସକାଳ ୧୦ଟା ସୁଦ୍ଧା  ଝାରସୁଗୁଡ଼ା ହେଉଛି ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର। ଏଠାରେ ସର୍ବାଧିକ ତାପମାତ୍ରା  ୩୬ ଡିଗ୍ରି ସେଲସିୟସ୍ ରେକର୍ଡ ହୋଇଛି। ଏଣେ ସମ୍ବଲପୁର ଓ ହୀରାକୁଦରେ ୩୪.୪, ବାଲେଶ୍ବର ଓ କେନ୍ଦୁଝରରେ ୩୨.୨, ଚାନ୍ଦବାଲି ଓ  ପୁରୀରେ ୩୨.୬, ରାଉରକେଲାରେ ୩୩.୬, ଭୁବନେଶ୍ବରରେ ୩୨.୪ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି।

ପୂର୍ବ ଓଡ଼ିଶାରେ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି। ଏହି କାରଣରୁ ଘରେ ରହି ହେଉନି କି ବାହାରକୁ ବାହାରି ହେଉନି। ଏଣେ ଆସନ୍ତା ୧୫ ତାରିଖ ଯାଏ ଖରାରୁ ଆଶ୍ବସ୍ତି ମିଳିବନି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

weather

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe