ବନକଲାଗି ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହେବ। ତାପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।