ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି: ୪ ଘଣ୍ଟା ଜଗାଦର୍ଶନ ବନ୍ଦ

Advertisment

ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ପଇତାଲାଗି ନୀତି ଲାଗି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

dfg

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe