ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା ଟ୍ରେଲର, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବିଭାଗ

ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା ଟ୍ରେଲର। ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବିଭାଗ। ସୁନ୍ଦରଗଡ଼ ସଦର ଥାନା ବନ୍ଧପାଲି ଏମ୍ ସି ଏଲ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ କୋଇଲା ବୋଝେଇ ଟ୍ରେଲରରେ ସର୍ଟ ସର୍କିଟ ହୋଇ ନିଆଁ ଲାଗି ଯାଇଥିଲା।

fgh

ସୁନ୍ଦରଗଡ଼: ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଗଲା ଟ୍ରେଲର। ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବିଭାଗ। ସୁନ୍ଦରଗଡ଼ ସଦର ଥାନା ବନ୍ଧପାଲି ଏମ୍ ସି ଏଲ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ କୋଇଲା ବୋଝେଇ ଟ୍ରେଲରରେ ସର୍ଟ ସର୍କିଟ ହୋଇ ନିଆଁ ଲାଗି ଯାଇଥିଲା। ଦେଖୁ ଦେଖୁ ନିଆଁ ଟ୍ରେଲରକୁ କାବୁ କରି ନେବାକୁ ବସିଥିବାବେଳେ ଉପସ୍ଥିତ ଲୋକେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।

 ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଏଣେ ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe