Advertisment

ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଗୁରୁତର

Advertisment

ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣକ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳ ପ୍ରାୟ ୮ଟା ସମୟରେ ଏହି ଦୁର୍ଘଟଣା ଘଟିଛି ।

ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣକ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳ ପ୍ରାୟ ୮ଟା ସମୟରେ ଏହି ଦୁର୍ଘଟଣା ଘଟିଛି ।

bn

ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣକ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳ ପ୍ରାୟ ୮ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ୩ଜଣଙ୍କୁ  ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ଅନୁଗୁଳ ସଦର ଥାନା ଅନ୍ତର୍ଗତ ସାକସିଂହା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣକ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳ ପ୍ରାୟ ୮ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ୩ଜଣଙ୍କୁ  ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ଜଣଙ୍କୁ ରିସିଭ ଡେଥ ଘୋଷଣା କରାଯାଇଥିବାବେଳେ ଅନ୍ୟ ଜଣଙ୍କ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଥିଲା । ଆଉ ଜଣେ ଗୁରୁତର ଅବସ୍ଥାରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ମୃତକ ଓ ଆହତଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ପାରିନାହିଁ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe