ମଦ ପିଇ ଚାଲିଗଲା ଦାଦା ଓ ପୁତୁରାଙ୍କ ଜୀବନ

ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ସିରସ୍ତା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ମଦ ପିଇ ଦାଦା ପୁତୁରାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଉଭୟଙ୍କୁ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି ।

କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

କେନ୍ଦ୍ରାପଡ଼ା: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ସିରସ୍ତା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ମଦ ପିଇ ଦାଦା ପୁତୁରାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଉଭୟଙ୍କୁ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକ ହେଲେ ବିଭୂତି ସାମଲ, ଗୋପବନ୍ଧୁ ସାମଲ। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି। 

ଏଣେ ଏସପି କହିଛନ୍ତି, ଛତୁ ସିଞ୍ଚନ ଔଷଧ ପିଇ ଦେବାରୁ ଜୀବନ ଯାଇଛି। ଗତକାଲି ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ବିଭୂତି ସାମଲ ଓ ଗୋପବନ୍ଧୁ ସାମଲଭ୍କୁ ପ୍ରଥମେ ପାଟକୁରା ଓ ପରେ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe