ଶୀତଳ ଷଷ୍ଠୀର ପ୍ରଚାର ପ୍ରସାର ପାଇଁ ୧ କୋଟି ୮ ଲକ୍ଷ ଟଙ୍କାର ପାଣ୍ଠି ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ସମ୍ବଲପୁରର ପ୍ରସିଦ୍ଧ 'ଶୀତଳ ଷଷ୍ଠୀ' ପର୍ବର ପ୍ରଚାର ପ୍ରସାର ପାଇଁ ୧ କୋଟି ୮ ଲକ୍ଷ ଟଙ୍କାର ପାଣ୍ଠି ଘୋଷଣା କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି।

zx

ସମ୍ବଲପୁର: ସମ୍ବଲପୁରର ପ୍ରସିଦ୍ଧ 'ଶୀତଳ ଷଷ୍ଠୀ' ପର୍ବର ପ୍ରଚାର ପ୍ରସାର ପାଇଁ ୧ କୋଟି ୮ ଲକ୍ଷ ଟଙ୍କାର ପାଣ୍ଠି ଘୋଷଣା କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ଦେବଦମ୍ପତିଙ୍କ ବିବାହ ଉତ୍ସବ ପାଇଁ ଏହି ଆର୍ଥିକ ଅନୁଦାନ ସମ୍ବଲପୁରର କଳା, ସଂସ୍କୃତି ଓ ପାରମ୍ପରିକ ପର୍ବକୁ ଉଜାଗର କରିବାରେ ବିଶେଷ ସହାୟକ ହେବ ବୋଲି ସେ ଆଶାପ୍ରକାଶ କରିଛନ୍ତି।

ଶୀତଳ ଷଷ୍ଠୀ' ଯାତ୍ରା ଓଡ଼ିଆ ସଂସ୍କୃତି, ପରମ୍ପରାର ଅନନ୍ୟ ବିଭବ। ଏହାର ପ୍ରଚାର, ପ୍ରସାର ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧ କୋଟି ୮ ଲକ୍ଷ ଟଙ୍କାର ପାଣ୍ଠି ଘୋଷଣା କରିଛନ୍ତି। ଏହି ଆର୍ଥିକ ଅନୁଦାନ ସମ୍ବଲପୁରର ବିଭିନ୍ନ ଶୀତଳ ଷଷ୍ଠୀ ଯାତ୍ରା କମିଟି ଏବଂ ଅନୁଷ୍ଠାନମାନଙ୍କୁ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ସୂଚନାଯୋଗ୍ୟ, ଶୀତଳ ଷଷ୍ଠୀ' ଯାତ୍ରା ଓଡ଼ିଆ ସଂସ୍କୃତି, ପରମ୍ପରାର ଅନନ୍ୟ ବିଭବ। ଏହାର ପ୍ରଚାର, ପ୍ରସାର ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧ କୋଟି ୮ ଲକ୍ଷ ଟଙ୍କାର ପାଣ୍ଠି ଘୋଷଣା କରିଛନ୍ତି। ଏହି ଆର୍ଥିକ ଅନୁଦାନ ସମ୍ବଲପୁରର ବିଭିନ୍ନ ଶୀତଳ ଷଷ୍ଠୀ ଯାତ୍ରା କମିଟି ଏବଂ ଅନୁଷ୍ଠାନମାନଙ୍କୁ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

dharmendra pradhan

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe