ଛଉ ପଡ଼ିଆର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝୁମର ତାଳେ ତାଳେ ହାତକୁ ହାତ ଧରି ନାଚିଛନ୍ତି। ବାରିପଦା ଛଉ ପଡ଼ିଆର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

New Project (8)

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝୁମର ତାଳେ ତାଳେ ହାତକୁ ହାତ ଧରି ନାଚିଛନ୍ତି। ବାରିପଦା ଛଉ ପଡ଼ିଆର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝୁମର ତାଳେ ତାଳେ ହାତକୁ ହାତ ଧରି ନାଚିଛନ୍ତି। ବାରିପଦା ଛଉ ପଡ଼ିଆର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ ଓ ସମସ୍ତ ବିଧାୟକ ଉପସ୍ଥିତ ଥିଲେ।

ଏହି ଅବସରରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ ଓ ସମସ୍ତ ବିଧାୟକ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe